ଆସନ୍ତାକାଲିଠାରୁ ବିଧାନସଭା ମୌସୁମୀ ଅଧିବେଶନ, ଜଗିବେ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ
ଭୁବନେଶ୍ୱର: ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥା ର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ … Read more