ସେପ୍ଟେମ୍ବର ୨୭ରେ ହେବ ସ୍ଵତନ୍ତ୍ର OTET ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୨୭ରେ ହେବ ସ୍ବତନ୍ତ୍ର OTET ପରୀକ୍ଷା । ଦୁଇ ଦୁଇ ଥର ପରୀକ୍ଷା ସ୍ଥଗିତ ହେବା ଏବେ ସେପ୍ଟେମ୍ବର ୨୭ରେ ପରୀକ୍ଷା ହେବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ୭୫ ହଜାର ୪୦୩ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଓଟିଇଟି ପରୀକ୍ଷା ଦେବେ । ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ପାଇଁ ସ୍ଥଗିତ ଥିଲା OTET ପରୀକ୍ଷା । ଲିକ୍ ହୋଇଥିବା ପ୍ରଶ୍ନପତ୍ର ପ୍ରକୃତ ପ୍ରଶ୍ନପତ୍ର ସହିତ ମେଳ ଖାଇବା … Read more

ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ମହିଳା କମାଣ୍ଡର ମୃତ

ଭୁବନେଶ୍ୱର: ସୀମାନ୍ତ ଛତିଶଗଡର ନାରାୟଣପୁର ଏବଂ ଦନ୍ତେୱାଡ଼ା ଜିଲ୍ଲା ସୀମାରେ ପୁଣି ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ଜଣେ ମହିଳା ମାଓ କମାଣ୍ଡରର ମୃତ୍ୟୁ ହୋଇଛି। ମୃତ ମହିଳା ମାଓ କମାଣ୍ଡର ନାମରେ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ମୃତ ମହିଳା କମାଣ୍ଡର ହେଲା ବିମଳା ସୋଡ଼ି। ବିମଳା ପ୍ଲାଟୁନ ନମ୍ବର-୧୬ର କମାଣ୍ଡର ଥିଲା। ଏହି ଘଟଣା ନେନ୍ଦୁର ଏବଂ ଗାବାଡ଼ି ମଧ୍ୟ ଜଙ୍ଗଲରେ ଘଟିଛି। ବିଶେଷ ସୂତ୍ରରୁ ଖବର ପାଇ ଡିଆରଜି … Read more

ଇସ୍କନ ନୀତି ଓ ପରମ୍ପରାକୁ ନମାନିଲେ ଆଇନର ଆଶ୍ରୟ ନେବୁ: ଗଜପତି ମହାରାଜ

ଭୁବନେଶ୍ୱର: ଇସ୍କନର ଅଦିନିଆ ରଥଯାତ୍ରା ନେଇ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଗଜପତି ମହାରାଜା । ନୀତି ବିରୋଧୀ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ୧୦୦ ପୃଷ୍ଠାର ଏକ ପୂର୍ଣ୍ଣାଙ୍ଗ ଉତ୍ତର ଇସ୍କନକୁ ପ୍ରଦାନ କରାଯାଇଛି । ନୀତି ଅନୁଯାୟୀ ପରମ୍ପରାକୁ ପାଳନ କରିବା ପାଇଁ ଇସ୍କନକୁ ଏକ ମାସର ସମୟ ଦିଆଯାଇଛି ବୋଲି କହିଛନ୍ତି ଗଜପତି ମହାରାଜା । କିଛି ଦଶନ୍ଧୀ ହେବ ଶାସ୍ତ୍ରକୁ ଉଲଂଘନ କରି ଇସ୍କନ ପାଳନ କରିଛି ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା … Read more

୨୦ ତାରିଖ ପୂର୍ବରୁ ଶେଷ ହେବ ରାସ୍ତା ମରାମତି କାମ, ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର: ଦୁର୍ଗାପୂଜା ପୂର୍ବରୁ ଭୁବନେଶ୍ଵର ସବୁ ରାସ୍ତାଘାଟରେ ଥିବା ଖାଲଖମା ପୂର୍ଣ୍ଣ ହେବ । ରାସ୍ତା ମରାମତି ହେବ । ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କେବଳ କଟକ ଓ ଭୁବନେଶ୍ଵର ନୁହେଁ, ସବୁ ମ୍ୟୁନିସିପାଲିଟି ଅଞ୍ଚଳରେ କାମ ହେବ । ମ୍ୟୁନିସିପାଲିଟି ଓ ମ୍ୟୁନିସିପାଲ କର୍ପୋରେସନ ସହ ମିଶି ଆଜିଠୁ କାମ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି । ଭୁବନେଶ୍ୱର ୫୯ ନମ୍ବର ୱାର୍ଡ ଅଫିସ୍ ଓ ଲାଇଟ୍ ହାଉସ୍ … Read more

ପିପିଲିରୁ କୋଣାର୍କ ଯାତାୟତ ପାଇଁ ‘ଗ୍ରୀନଫିଲ୍ଡ କରିଡର’କୁ ଓଡ଼ିଶା ସରକାରଙ୍କ ମଞ୍ଜୁରୀ

ପୁରୀ: ପିପିଲି ଓ କୋଣାର୍କ ମଧ୍ୟରେ ଯାତାୟାତ ସମୟକୁ ୯୦ ମିନିଟରୁ ମାତ୍ର ୩୦ ମିନିଟକୁ ହ୍ରାସ କରିବା ପାଇଁ ଏକ ବଡ଼ ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ଓଡ଼ିଶା ସରକାର । ଶୁକ୍ରବାର ପୁରୀ ଜିଲ୍ଲାର ରାସ୍ତା ସଂଯୋଗୀକରଣ ସମୀକ୍ଷା ବୈଠକରେ ଏହି ‘ଗ୍ରୀନଫିଲ୍ଡ କରିଡର’ ଯୋଜନାକୁ ଚୂଡ଼ାନ୍ତ କରାଯାଇଛି। ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ, ନିର୍ମାଣ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ। ପିପିଲି- କୋଣାର୍କକୁ ସଂଯୋଗ କରୁଥିବା … Read more

ଭରତପୁର ଅପହରଣ ଘଟଣାର ୮ ମାସରେ ପରେ, ପ୍ରେମିକ ଗିରଫ

 Share ଭୁବନେଶ୍ୱର: ଭରତପୁର ଥାନା ଅଞ୍ଚଳରୁ ଯୁବତୀ ଅପହରଣ ଏବଂ ତାପଙ୍ଗ ଖଣିରେ ଯୁବତୀଙ୍କ କଙ୍କାଳ ଉଦ୍ଧାର ଘଟଣାରେ କମିଶନରେଟ୍ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ଯୁବତୀଙ୍କ ପୁରୁଷ ବନ୍ଧୁ ଦେବାଶିଷ ବିଶୋୟୀଙ୍କୁ ଗିରଫ କରାଯାଇଛି । ସେ ନୟାଗଡ଼ ରଣପୁର ମଝିଆଖଣ୍ଡ ଅଞ୍ଚଳର ବାସିନ୍ଦା ଅଟେ । ମୃତ ଯୁବତୀ ହେଲେ ରଣପୁର ହରିପୁର ଅଞ୍ଚଳର ନିରୁପମା ପରିଡ଼ା (୨୨) । ଏ ନେଇ ପୋଲିସ କମିଶନର ଏସ୍.ଦେବଦତ୍ତ ସିଂହ ସୂଚନା ଦେଇଛନ୍ତି ।ପୋଲିସ … Read more

ଗୁରୁ ଦିବସରେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ତିନି ଛାତ୍ରୀ ଆହତ

ଭଦ୍ରକ: ଭଦ୍ରକ ବାସୁଦେବପୁର ବ୍ଲକ୍ କିସ୍ମତ କୃଷ୍ଣପୁର ପଞ୍ଚାୟତର ବହୁମାଘେରି ସରକାରୀ ବିଦ୍ୟାଳୟରେ ଘଟିଛି ଅଘଟଣ । ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସିବାରୁ ୩ ଛାତ୍ରୀ ଆହତ ହୋଇଛନ୍ତି । ଆହତ ଛାତ୍ରୀଙ୍କୁ ଶିକ୍ଷକ ଓ ଅଭିଭାବକ ନେଇ ବାସୁଦେବପୁର ମେଡିକାଲ୍‌ରେ ଭର୍ତ୍ତି କରିଛନ୍ତି । ଅଘଟଣ ନେଇ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଶାନ୍ତ ମାଝୀ କହିଛନ୍ତି, ଏହା ଦୁଃଖଦ ଘଟଣା । ଏଥିପାଇଁ ପ୍ରଶାସନ ଦାୟୀ ରହିବ । ଆଜି ପିଲାଙ୍କର କିଛି ହୋଇଥିଲେ ମୋତେ … Read more

ଓଡିଶାକୁ ଆସିବ ୬୦୦ ଇ-ବସ୍‌

ଭୁବନେଶ୍ୱର: ରାଜ୍ୟକୁ ୬୦୦ ଇ-ବସ୍‌ ଆସିବା ନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ପରିବେଶ ସୁରକ୍ଷା ପାଇଁ ଇ-ବସ୍‌ ଅଧିକ ପ୍ରଚଳନ କରିବାକୁ ଯୋଜନା କରାଯାଉଛି। ରାଜ୍ୟରେ ବର୍ତ୍ତମାନ ୧ ହଜାର ଇ-ବସ୍‌ର ଆବଶ୍ୟକତା ରହିଛି। ଆଗକୁ ରାଜ୍ୟ ସରକାର ୨୦୦ଟି ଇ-ବସ୍‌ ଆଣିବେ ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ। ଆହୁରି ମଧ୍ୟ ଖବର ମିଳିଛି, ପ୍ରଧାନମନ୍ତ୍ରୀ ମଧ୍ୟ ଓଡ଼ିଶାକୁ ୪୦୦ଟି ଇ-ବସ୍‌ … Read more

ପାରାଦୀପ ବନ୍ଦରରେ ଅଘଟଣ, ଜାହାଜରୁ ଖସିପଡ଼ିଲେ ୨କ୍ରିୟୁ ମେମ୍ବର

ପାରାଦୀପ: ପାରାଦୀପ ବନ୍ଦର ୫ନଂ ଗେଟ୍‌ ପାଖରେ ବିଓଟି (ବିଲ୍ଡ ଅପରେଟ ଟ୍ରାନ୍ସପୋର୍ଟ)ବେସିସରେ କ୍ଲିନ କାର୍ଗୋ ବର୍ଥ ପରିଚାଳନା କରୁଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରେ ଆଜି ସକାଳେ ଅଘଟଣ ଘଟିଛି। ପାନାମା ଜାତୀୟ ପତାକା ଲଗାଇ ଆସିଥିବା ପଣ୍ୟବାହୀ ଜାହାଜ ଏମ ଭି ଲକି ଡ୍ରାଗନରୁ ଖସି ଜଣେ ଚାଇନା ନାବିକ ନିଖୋଜ ଅଛନ୍ତି। ସେ ହେଲେ ଝାଙ୍ଗ ତାଇ। ଆଉ ଜଣେ ବାଂଲାଦେଶୀ ନାବିକ ପାଣିରେ ବୁଡି ଯାଉଥିବା ବେଳେ ତାଙ୍କୁ ଉଦ୍ଧାର … Read more

ମହାନଦୀରେ ବନ୍ୟା ଆଶଙ୍କା

ମହାନଦୀର ଉପରମୁଣ୍ଡ ଏବଂ ତଳମୁଣ୍ଡରେ ବର୍ଷା ହୋଇଛି। ଗୁରୁବାର ରୁ ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ରେ ଲଘୁଚାପ ସକ୍ରିୟ ରହିଛି। ଛତିଶଗଡ଼ର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଳ ସମ୍ପଦ ବିଭାଗର ସୂଚନାନୁଯାୟୀ, ଗତ କାଲି ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦ ଜଳ ଭଣ୍ଡାର ଜଳ ପତ୍ତନ ୬୨୬.୩୩ ଫୁଟ ରହିଛି। ପ୍ରତି ସେକେଣ୍ଡରେ ୨ଲକ୍ଷ ୯୪ ହଜାର ୯୬୦ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧୬ଟି ଫାଟକ, ପାୱାର ଚ୍ୟାନେଲ ଏବଂ … Read more