୮୦୦ ଏକର ଜମିରେ ହେବ ନୂଆ ଭୁବନେଶ୍ୱର
ଭୁବନେଶ୍ୱର: ୮ ଶହ ଏକର ଜମିରେ ନୂଆ ଭୁବନେଶ୍ୱର ଗଠନର ପରିକଳ୍ପନା । ରାଜଧାନୀର ଉପକଣ୍ଠରେ ଥିବା ମାଳିପଡ଼ା, ଦଶପୁର, ଅନ୍ଧାରୁଆ ଏବଂ ଗୋଠପାଟଣା ଅଞ୍ଚଳରେ ଏକ ନୂତନ ଭୁବନେଶ୍ୱର ପ୍ରତିଷ୍ଠା ହେବ । ସିଙ୍ଗାପୁର ସରକାର ଉକ୍ତ ଟାଉନସିପର ଡ୍ରଇଂ ଡିଜାଇନ୍ ଏବଂ ଲେଆଉଟ୍ ପ୍ରସ୍ତୁତ କରୁଛନ୍ତି ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଦୁଇ ମାସ ମଧ୍ୟରେ ଡିପିଆର ରାଜ୍ୟ ସରକାରଙ୍କୁ ଉପସ୍ଥାପିତ କରାଯିବ । … Read more