ଡିସେମ୍ବର ୧୭ ରେ ଓଟିଇଟି, ୨୫ ତାରିଖ ପର୍ଯ୍ୟନ୍ତ ହେବ ଫର୍ମ ପୂରଣ
ଭୁବନେଶ୍ୱର: ଓଡିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଉଭୟ ଇନ ସର୍ଭିସ ଶିକ୍ଷକ ଓ ଆଶାୟୀ ପ୍ରାର୍ଥୀଙ୍କ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଏଥିପାଇଁ ହେବ ଫର୍ମ ପୂରଣ । ବୋର୍ଡର ୱେବସାଇଟ www.bseodisha.ac.in ରେ ସବିଶେଷ ତଥ୍ୟ ଉପଲବ୍ଧ । ବୋର୍ଡ ଅନୁଯାୟୀ, ଯୋଗ୍ୟ ଏବଂ ଆଗ୍ରହୀ ପ୍ରାର୍ଥୀମାନେ ଆଜିଠାରୁ କେବଳ ବୋର୍ଡର ୱେବସାଇଟରେ ଅନଲାଇନରେ ଆବେଦନ କରିପାରିବେ । … Read more