ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ୱ ପାରାମେଡିକାଲ୍ ଷ୍ଟାଫ୍
ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷକତାରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ ଖାଲି ଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସର ପଦବୀ ପୂରଣ ସହ ଆଦିବାସୀ ଅଧୁଷିତ ଅଞ୍ଚଳରେ ଅଧିକ ଡାକ୍ତର ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ ମେଡିକାଲ ଅଫିସରଙ୍କ ନିଯୁକ୍ତି ପାଇଁ … Read more