NESCO ଗ୍ରାଉଣ୍ଡରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁମ୍ବାଇର NESCO ଗ୍ରାଉଣ୍ଡରେ ଚାଲିଥିବା ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ପାଳନ ଅବସରରେ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଚମତ୍କାର ବାଲୁକା କଳାକୁ ପ୍ରଶଂସା ମଧ୍ୟ କରିଥିଲେ। ଚଳିତ ବର୍ଷ ସୁଦର୍ଶନ ପ୍ରସିଦ୍ଧ ବାଲି ଯାତ୍ରା ଥିମ୍ “ଓଡିଶାରୁ ଇଣ୍ଡୋନେସିଆ: ଐତିହ୍ୟ ଯାତ୍ରା” ଶୀର୍ଷକରେ ଭାରତର ପ୍ରାଚୀନ ସାମୁଦ୍ରିକ ଐତିହ୍ୟକୁ ଦର୍ଶାଇଛନ୍ତି। ଓଡିଶାରୁ ଆସିଥିବା ସୁଦର୍ଶନଙ୍କ ସୃଜନଶୀଳତାରେ ମୋଦି ପ୍ରଭାବିତ ହୋଇଥିଲେ ଓ … Read more

ଉପାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର: ଉପାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ । ପ୍ରଶାସନର ଅବହେଳା ଅଭିଯୋଗ କରି ବୁଧବାର ସମର୍ଥା ନିଯୋଗ ସେବାୟତ ନୀତିକାନ୍ତି ବନ୍ଦ କରିଛନ୍ତି । ଏପରିକି ଗୁରୁବାର ମଧ୍ୟ ନୀତି ବନ୍ଦ ରଖିବାକୁ ଦେଇଛନ୍ତି ଚେତାବନୀ । ଏହାକୁ ନେଇ ଭକ୍ତ ମହଲରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି । କାର୍ତ୍ତିକ ମାସରେ ଏଭଳି ଅପ୍ରୀତିକର ଘଟଣାକୁ ଭକ୍ତ ମହଲରେ ନିନ୍ଦା କରାଯାଇଛି । ସୂଚନା ଅନୁସାରେ, ବୁଧବାର ସକାଳେ ସ୍ୱାଭାବିକ ଭାବେ ପ୍ରଭୁ ଲିଙ୍ଗରାଜଙ୍କ ଦ୍ୱାରଫିଟା … Read more

ରେଭେନ୍ସା ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି: ଅସୁସ୍ଥ ଛାତ୍ର ଏସ୍‌ସିବିରେ ଭର୍ତ୍ତି

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି ଆତଙ୍କ। ୧୫ରୁ ଉର୍ଦ୍ଧ୍ଵ ଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କର ଚିକିତ୍ସା ଚାଲିଛି। ଖବର ପାଇବା ପରେ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗର ଏକ ଟିମ୍ ସ୍ଥିତି ଅନୁଧ୍ୟାନ ପାଇଁ ରେଭେନ୍ସାରେ ପହଞ୍ଚିଥିଲେ ।ମିଳିଥିବା ଖବର ଅନୁସାରେ, ରେଭେନ୍ସା ବିଶ୍ଵବିଦ୍ୟାଳୟ ଇଷ୍ଟ୍ ହଷ୍ଟେଲର ୧୫ଜଣ ଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। ସହପାଠୀମାନେ ଆଜି ସକାଳେ ସେମାନଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରିଥିଲେ। … Read more

ଆନ୍ଧ୍ରପ୍ରଦେଶର ଅମଲାପୁରମଠାରେ ଲ୍ୟାଣ୍ଡଫଲ କଲା ବାତ୍ୟା ମୋନ୍ଥା

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ‌ ଉପକୂଳରେ ମାଡ଼ ହୋଇଛି ଭୀଷଣ ବାତ୍ୟା ‘ମୋନ୍ଥା’। ମଙ୍ଗଳବାର ରାତି ପ୍ରାୟ ୭ଟାରେ ମଛଲିପଟନମ୍‌-କଳିଙ୍ଗପଟନମ୍‌ ମଧ୍ୟରେ କାକିନାଡ଼ା ଦକ୍ଷିଣ ଦିଗକୁ ନର୍ସାପୁରମ୍‌ଠାରେ ସ୍ଥଳଭାଗ ଛୁଇଁଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ମୁତାବକ ପାଖାପାଖି ୫ ଘଣ୍ଟା ଧରି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ରହିଥିବାବେଳେ ୧୧୦ କିମି ପର୍ଯ୍ୟନ୍ତ ପବନ ଝଟକା ଅନୁଭୂତ ହୋଇଥିଲା। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ମଛଲିପଟନମ୍‌, କାକିନାଡ଼ା, ରାଜମହେନ୍ଦ୍ରୀ, … Read more

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ ହୋଇଛି । କଳାବଜାରୀ ରୋକିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡାକଡି କରାଯାଇଛି । ବାତ୍ୟା ମୋନ୍ଥାର ପ୍ରଭାବ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଥିବାରୁ ଏହାକୁ ଦୃଷ୍ଟିରେ ରଖି ଯେଭଳି କୌଣସି ବ୍ୟବସାୟୀ କଳାବଜାରୀ ଓ ଅନାବଶ୍ୟକ ଭାବେ ଖାଦ୍ୟ ସାମଗ୍ରୀ ମହଜୁଦ କରି ନ ରଖନ୍ତି ଏଥିନିମନ୍ତେ ଏହି ଚଢ଼ାଉ କରାଯାଇଛି । … Read more

ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା : ଜିରୋ କାଜୁଆଲଟି ର ଲକ୍ଷ୍ୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ, କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ବିଭାଗକୁ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ବାତ୍ୟା ଦାନା ଭଳି ମୋନ୍ଥାରେ ଜିରୋ କାଜୁଆଲ୍‌ଟିର ଲକ୍ଷ୍ୟ ରଖି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କୌଣସି ବିପଦ ସଂକୁଳ ଅଞ୍ଚଳରେ ଯେପରି ଜଣେ ବି ଲୋକ ରହିଯିବେ ନାହିଁ, ସମସ୍ତେ … Read more

ବସରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ, ପ୍ରତି ୩ ମାସରେ ହେବ ଯାଞ୍ଚ

ଭୁବନେଶ୍ୱର: ଚଳନ୍ତା ବସ୍‌ରେ ଅଗ୍ନିକାଣ୍ଡ ଘଟି ଯାତ୍ରୀଙ୍କ ଜୀବନ ଯିବା ଘଟଣାକୁ ଗୁରୁତର ନେଇଛି ରାଜ୍ୟ ପରିବହନ ଓ ଅଗ୍ନିଶମ ବିଭାଗ । କିଭଳି ଏହି ବିପଦପୂର୍ଣ୍ଣ ଯାତ୍ରାକୁ ଏଡ଼ାଇ ହେବ, ଏଥିପାଇଁ ‌ସ୍କୁଲ୍‌ ବସ୍‌ ଠାରୁ ଆରମ୍ଭ କରି ନାଇଟ୍‌ ‌କୋଚ୍‌, ଏସି ବସ୍‌, ସ୍ଲିପର କୋଚ୍‌ ପର୍ଯ୍ୟନ୍ତ ସମସ୍ତ ବସ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ରଖିବାକୁ ବାଧ୍ୟତାମୂଳକ କରାଯାଇଛି । ଯେଉଁମାନେ ନିୟମ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଜରିମାନା … Read more

ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅକ୍ଟୋବର ୩୧ ତାରିଖ ଯାଏଁ କୌଣସି କୃଷି ଅଧିକାରୀ ଛୁଟି ନେଇପାରିବେ ନାହିଁ ବୋଲି ବିଭାଗୀୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅବମାନନା କ୍ଷେତ୍ରରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଇପାରେ। ଏହାବ୍ୟତୀତ, କୃଷି ବିଭାଗ ଦ୍ଵାରା ଜାରୀ ହୋଇଥିବା ପରାମର୍ଶକୁ ଚାଷୀଙ୍କ … Read more

ନୟାଗଡ଼ ଜିଲ୍ଲା କାରାଗାରରେ ଗୋଷ୍ଠୀ ସଂଘର୍ଷ

ନୟାଗଡ: ଖୁଣ୍ଟୁବନ୍ଧସ୍ଥିତ ନୟାଗଡ଼ ଜିଲ୍ଲା ଜେଲରେ ଏଭଳି ଘଟଣା ଘଟିଛି । ସୁପରିଟେଣ୍ଡେଣ୍ଟ ଓ ଜେଲ୍ କର୍ମଚାରୀଙ୍କୁ କଏଦୀ ଆକ୍ରମଣ କରିଛନ୍ତି। ଯାହାଫଳରେ ୪ ଜଣ ୱାର୍ଡରଙ୍କ ସମେତ ଜେଲ୍ ସୁପରିଟେଣ୍ଡେଣ୍ଟ ଆହତ ହୋଇଛନ୍ତି । ସେପଟେ ଜେଲ୍ ପରିସରରେ କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଗୋଷ୍ଠୀ ସଂଘର୍ଷରେ ଏକାଧିକ କଏଦୀ ଆହତ ହୋଇଛନ୍ତି। ଏନେଇ ଜେଲ ସୁପରିଟେଣ୍ଡେଣ୍ଟ ବାବୁଲି ବାରିକ ନୟାଗଡ଼ ସଦର ଥାନାରେ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ଅଭିଯୋଗ … Read more

ଘରେ ପଶି ନେଇଗଲେ ୪୦ ଗ୍ରାମ୍ ସୁନା ସହ ୨୫ ଲକ୍ଷ ଟଙ୍କା

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ମୁଖ୍ୟ ସହରରେ ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଟଙ୍କା ଓ ସୁନାଗହଣା। ବଣାଇ ଥାନାଠାରୁ ମାତ୍ର ପାଞ୍ଚ ଶହ ମିଟର ଦୁରରେ ଥିବା ରଶ୍ମି ଇଲେକ୍ଟ୍ରିକାଲ ଦୋକାନ ମାଲିକଙ୍କ ଘରେ ମା, ଝିଅ ଓ ଦୋକାନରେ କାମ କରୁଥିବା ପିଲା ଶୋଇଥିବା ବେଳେ ମଧ୍ୟରାତ୍ରିରେ ହଠାତ୍‌ ୪ ଜଣ ଦୁର୍ବୃତ୍ତ ପହଞ୍ଚି ତଳେ ଶୋଇଥିବା ତାଙ୍କର ଚାକରକୁ ଆଗେ ପ୍ରବଳ ମାଡ଼ … Read more