୯୦ ବର୍ଷ ବୟସ୍କ ବ୍ୟକ୍ତିଙ୍କଠାରେ କିମସ ଡାକ୍ତରଙ୍କ ସଫଳ ହୃଦ୍‍ ଅସ୍ତ୍ରୋପଚାର

ଭୁବନେଶ୍ୱର: କିମସରେ ଜଣେ ୯୦ ବର୍ଷ ବୟସ୍କ ବ୍ୟକ୍ତିଙ୍କଠାରେ ଜୀବନ ରକ୍ଷାକାରୀ ଆର୍ଟିକ୍ ଭଲଭ୍ ରିପ୍ଲେସମେଣ୍ଟ (ଏଭିଆର୍‍) ସଫଳତାର ସହ କରାଯାଇଛି। କିମ୍‍ସର ବିଶିଷ୍ଟ ହୃଦ୍‍ ସର୍ଜନ ଡାକ୍ତର ଅମିତ ଅଗ୍ରୱାଲଙ୍କ ନେତୃତ୍ୱରେ ହୃଦ୍‌ରୋଗ ସର୍ଜରୀ ଦଳ ଏହି ଜଟିଳ ପ୍ରକ୍ରିୟାରେ ରୋଗୀଙ୍କୁ ଉନ୍ନତ ହୃଦ୍‌ରୋଗ ଚିକିତ୍ସା ଯୋଗାଇବା କିମସ ପାଇଁ ଏକ ପ୍ରମୁଖ ସଫଳତା ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ହୃଦୟର ଆର୍ଟିକ୍ ଭାଲଭରେ ଓ ବାମ ଭେଣ୍ଟ୍ରିକୁଲାର ସଂକୀର୍ଣ୍ଣ ହୋଇଯାଇଥିବାରୁ ରୋଗୀ ଜଣକ ଗୁରୁତର ଆର୍ଟିକ୍ … Read more

ବର୍ଷା ପାଇଁ ଦୁଇ ପୁରୁଷଙ୍କ ମଧ୍ୟରେ ପଡ଼ିଲା ହାତଗଣ୍ଠି, ବର୍ଷାକୁ ନିମନ୍ତ୍ରଣ କରିଛନ୍ତି ଗ୍ରାମବାସୀ

ଯାଜପୁର: ବର୍ଷା ପାଇଁ ପୂର୍ବ ପରମ୍ପରା ଅନୁଯାଇ ଦୁଇ ପୁରୁଷଙ୍କ ମଧ୍ୟରେ ବାହାଘର କରି ବର୍ଷାକୁ ନିମନ୍ତ୍ରଣ କରିଛନ୍ତି ଗ୍ରାମବାସୀ lନିଆରା ପରମ୍ପରା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା କୋରେଇ ବ୍ଲକ ଗମ୍ଭାରୀଆ ଗାଁରେ। ସୁସଜ୍ଜିତ ଗାଡ଼ିରେ ବର ଆସିଲେ ଏବଂ ଡିଜେ ବଜାଇ ନାଚିଲେ ବରଯାତ୍ରୀ । ବରଗାଡ଼ି ପହଞ୍ଚିଲା ଗ୍ରାମର ସିଦେ୍ଧଶ୍ୱରୀ ମା’ଙ୍କ ପୀଠରେ । କନ୍ୟା ବେଶରେ ସଜେଇ ହୋଇଥିଲେ ଆଉ ଜଣେ ପୁରୁଷ । ଯାଜପୁର ଜିଲ୍ଲା କୋରେଇ ବ୍ଲକ ବନ୍ଦାଳୋ … Read more

କାଠଯୋଡ଼ି ରେଳ ସେତୁରୁ ଖସି ଫ୍ଲାଗମ୍ୟାନଙ୍କ ମୃତ୍ୟୁ

କଟକ: କଟକ କାଠଯୋଡ଼ି ନଦୀ ଉପରେ ଥିବା ରେଳ ସେତୁରେ ଡ୍ୟୁଟିରେ ଥିବା ସମୟରେ ପ୍ରାୟ ୫୦ ଫୁଟ୍ ଉଚ୍ଚତାରୁ ତଳକୁ ଖସିପଡ଼ି ଜଣେ ରେଳବାଇ ଫ୍ଲାଗମ୍ୟାନଙ୍କ ମୃତ୍ୟୁ ଘଟିଛି। ମୃତ କର୍ମଚାରୀ ଜଣକ ହେଲେ ଯାଜପୁର ଜିଲ୍ଲାର ସୁବାସ ରାହୁଲ। ଏହି ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ରେଳବାଇ କର୍ମଚାରୀ ଓ ମୃତକଙ୍କ ପରିବାର ମହଲରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁସାରେ, ସୁବାସ କାଠଯୋଡ଼ି ରେଳ ସେତୁ ଉପରେ ନିଜ କାର୍ଯ୍ୟରେ ନିୟୋଜିତ … Read more

୧୨୮ ମେଡିକାଲ ଅଫିସରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ୧୨୮ ଜଣ ମେଡିକାଲ ଅଫିସରଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀ ସରକାରୀ ସେବାରୁ ବହିଷ୍କୃତ । ଦୀର୍ଘଦିନ ଧରି ଡାକ୍ତରଖାନା ନଆସି ରୋଗୀ ସେବାରୁ ବିରତ ରହିଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଓଡ଼ିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ … Read more

ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ବିବାଦୀୟ ଆଇପିଏସ୍ ଅଫିସର ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ଦୟାଲ ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୌମ୍ୟ ମୃତ୍ୟୁ ମାମଲାରେ ଆଇପିଏସ୍ ଗଙ୍ଗଓ୍ଵାର ବିବାଦ ଘେରକୁ ଆସିଥିଲେ। ଗଙ୍ଗଓ୍ଵାର ତାଙ୍କ ପୁଅକୁ ମାନସିକ ନିର୍ଯାତନା ଦେଇଥିବା ଅଭିଯୋଗ କରିଥିଲେ ସୌମ୍ୟଙ୍କ ମାଆ।ଏହି ହତ୍ୟା ମାମଲାରେ ଆଇପିଏସ୍ ଗଙ୍ଗୱାରଙ୍କ ସମ୍ପୃକ୍ତିକୁ ନେଇ ଦୀର୍ଘ ଦିନ ହେବ ଚର୍ଚ୍ଚା ଚାଲିଥିଲା ସୂଚନାଯୋଗ୍ୟ ଯେ, ବାଲିଅନ୍ତା ଅଞ୍ଚଳର ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ଭିଡ଼ହତ୍ୟା ଘଟଣାରେ ଆଇପିଏସ୍ ଦୟାଲ ଗଙ୍ଗୱାରଙ୍କ କାର୍ଯ୍ୟଶୈଳୀକୁ ନେଇ ସୌମ୍ୟଙ୍କ … Read more

ଖୋର୍ଦ୍ଧା ଜିଲ୍ଲାରେ ଆଜିଠୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌, ପୁରୀରେ ୨୨ ତାରିଖ ପର୍ଯ୍ୟନ୍ତ ଛୁଟି

ଭୁବନେଶ୍ୱର: ପ୍ରବଳ ଖରାଏବଂ ଅସହ୍ୟ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ, ପୁରୀରେ ଜୁନ୍ ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଆସନ୍ତା ଜୁନ୍ ୧୯ରୁ ଜୁନ୍ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଏବଂ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ କେବଳ ସକାଳ ସମୟରେ ଖୋଲା … Read more

ରାଜ୍ୟର ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର: ରାଜ୍ୟର ଦୁର୍ଗମ, ଆଦିବାସୀ ଓ ଟେଲିକମ୍ ସେବାରୁ ବଞ୍ଚିତ ଅଞ୍ଚଳଗୁଡ଼ିକରେ ଡିଜିଟାଲ ସଂଯୋଗକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଡିଜିଟାଲ ଭାରତ ନିଧି (ଡିବିଏନ୍) ଅନୁଦାନପ୍ରାପ୍ତ ୪ଜି ସାଚୁରେସନ ପ୍ରକଳ୍ପ ଅଧୀନରେ ରାଜ୍ୟର ୨୪ଟି ଜିଲ୍ଲାର ୭୦୭ଟି ନୂଆ ସ୍ଥାନରେ ମୋବାଇଲ ଟାୱାର ସ୍ଥାପନ ପାଇଁ ଆବଶ୍ୟକ ରହିଛି । ଏଥିପାଇଁ ସରକାରୀ ଜମି ଶୀଘ୍ର ଉପଲବ୍ଧ କରାଇବାକୁ ଜିଲ୍ଲାପାଳମାନଙ୍କୁ ଜରୁରୀ ଭିତ୍ତିରେ ନିର୍ଦ୍ଦେଶ ଦିଆଯାଇଛି। ଇଲେକ୍ଟ୍ରୋନିକ୍ସ ଓ ସୂଚନା … Read more

CMOରୁ ଫାଇଲ୍‌ ହଜିବା ଘଟଣାରେ ହୋଇପାରେ ନବୀନଙ୍କୁ ଜେରା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିବା ଘଟଣାରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜେରା ହୋଇପାରନ୍ତି ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଗୃହ ବିଭାଗର ରିପୋର୍ଟ ମୁତାବକ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଓ ଏହାର ପରବର୍ତ୍ତୀ ଦଙ୍ଗା ଘଟଣାରେ ଜଷ୍ଟିସ୍‌ ଏସ୍‌. ନାଇଡୁଙ୍କ ତଦନ୍ତ ରିପୋର୍ଟ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ତଦନ୍ତ ରିପୋର୍ଟ ହଜିଯାଇଛି। ରାଜସ୍ବମନ୍ତ୍ରୀ ସୁରେଶ … Read more

ଶରଣକୁଳ ଥାନାଧିକାରୀଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ, ଜିଲ୍ଲା ମୁଖ୍ୟାଳୟକୁ ବଦଳି ସହ ମାମଲା ରୁଜୁ

ନୟାଗଡ଼: ନୟାଗଡ଼ ଜିଲ୍ଳା ଶରଣକୁଳ ଥାନା ଅଧିକାରୀ ସୁଜିତ କୁମାର ଦାସଙ୍କ ନାମରେ ଜନୈକା ମହିଳା ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି । ବୁଧବାର ମହିଳା ନୟାଗଡ଼ ଏସ୍‌ପିଙ୍କୁ ଦେଖା କରି ଅଭିଯୋଗ କରିଥିଲେ। ସୁଜିତଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ତୁରନ୍ତ ବଦଳି ନିର୍ଦେଶ ଦିଆଯାଇଛି l ମହିଳାଙ୍କ ଅଭିଯୋଗ ଆଧାରରେ ଶରଣକୁଳ ଥାନା ଅଧିକାରୀ ସୁଜିତଙ୍କ ନାମରେ ରୁଜୁ ହେଲା ମାମଲା I ରାଜ୍ୟ ପୋଲିସ ବିଭାଗ ମହିଳାଙ୍କ ଏହି ଅଭିଯୋଗକୁ ଗୁରୁତ୍ୱର ସହ ଗ୍ରହଣ କରିଛି … Read more

ରାଜ୍ୟର ୯ଟି ଜିଲ୍ଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ

ଭୁବନେଶ୍ୱର: ରାଜ୍ୟର ୯ଟି ଜିଲ୍ଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ HLCA ବୈଠକରେ ୭୬ ହଜାର ୬୧୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର। ଏହାଦ୍ବାରା ୫୦ ହଜାର ୫୧୭ ନିଯୁକ୍ତି ସୃଷ୍ଟି ସମ୍ଭାବନା ରହିଛି। ରତ୍ନପଥର, ମହାକାଶ, ପ୍ରତିରକ୍ଷା, ବିରଳ ପୃଥିବୀ ଖଣିଜ ପଦାର୍ଥ କ୍ଷେତ୍ରରେ ହେବ ପ୍ରକଳ୍ପ। ୯୮୧୭ କୋଟି ବ୍ୟୟରେ ଖୋର୍ଦ୍ଧାରେ ହେବ ହୀରା ଉତ୍ପାଦନ ୟୁନିଟ୍। ରତ୍ନପଥର ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାର ସ୍ଥିତିକୁ ଏହା … Read more