ଆଜି ଓଡିଶା ବନ୍ଦ :କଂଗ୍ରେସ ର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା
ଭୁବନେଶ୍ୱର: ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ବିରୋଧୀ ଦଳ । ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ କାର୍ଯ୍ୟାଳୟ, ଅଦାଲତ, ବ୍ୟାଙ୍କ ଓ ବୀମା ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବନ୍ଦ ରଖିବା ପାଇଁ ଆହ୍ୱାନ ଦିଆଯାଇଛି । ରାଜଧାନୀ ସମେତ ସାରା ରାଜ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି କଂଗ୍ରେସ ଓ ୮ ରାଜନୈତିକ ଦଳ … Read more