ଓଏଏସ ଅଧିକାରୀଙ୍କୁ ମାଡ଼ ଘଟଣାରେ ସରକାର ନେବେ ନିଷ୍ପତ୍ତି: ମନମୋହନ ସାମଲ

ଭୁବନେଶ୍ୱର: ଜଗନ୍ନାଥ ପ୍ରଧାନ ଙ୍କୁ ଗିରଫ ନକଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟ‌ନ୍ତ କଲମଛାଡ଼ ଆନ୍ଦୋଳନ ଜାରି ରଖିବାକୁ ଓଏଏସ୍‌ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟ ଭାବେ ଜଣାଇଛନ୍ତି। ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଦିନ ସନ୍ଧ୍ୟା ରେ ବିଜେପି କାର୍ଯ୍ୟାଳୟରେ ମନମୋହନଙ୍କ ସହ ଜଗାଙ୍କ ଦୁଇ ଘଣ୍ଟା ଆଲୋଚନା ହୋଇଛି । ଏହି ସମୟରେ ବିଧାୟକ ବାବୁ ସିଂହ ଓ ଇରାଶିଷ ଆଚାର୍ଯ୍ୟ … Read more

ଓଲା, ଉବର ବୁକ୍‌ କଲେ ଦେବାକୁ ପଡିବ ୨ ଗୁଣା ଭଡା

ଭୁବନେଶ୍ୱର: ଓଲା, ଉବର, ରାପିଡୋ ଆଦି ବ୍ୟବହାର କରୁଥିବା ଯାତ୍ରୀଙ୍କ ପାଇଁ ବଡ ଝଟକା । ଗହଳି ସମୟରେ ଓଲା, ଉବର, ରାପିଡୋ ସାଧାରଣ ଭଡା ଠାରୁ ଦୁଇଗୁଣା ଅଧିକ ଭଡା ଆଦାୟ କରି ପାରିବେ । ଏନେଇ ବୁଧବାର ସରକାର ଏଥିରେ ଥିବା କିଛି ନିୟମାବଳୀରେ ପରିବର୍ତ୍ତନ ପାଇଁ ଅନୁମତି ଦେଇଛନ୍ତି । ଆବଶ୍ୟକ ନିର୍ଦ୍ଦେଶ ଜାରି କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ ପକ୍ଷରୁ ପରାମର୍ଶ ଜାରି କରାଯାଇଛି। … Read more

ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର: ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ କଂଗ୍ରେସ (AICC)ର ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ। ଏହି ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ଜୟଦେବ ଜେନା। ଉଭୟ ନେତା ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ଏକ ବିଶାଳ ସମାବେଶରେ ଯୋଗଦେବେ। ଗତ କିଛି ଦିନ ହେବ ରାହୁଲ ଗାନ୍ଧି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗକୁ ନେଇ ସୋସିଆଲ ମିଡିଆ ଓ … Read more

ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର: ବିଏମସି ଅତିରିକ୍ତ କମିସନରଙ୍କୁ ମାଡ ଘଟଣାକୁ ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯାଇଛି। ପରଦା ପଛରେ ଥିବା ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ବିଜେଡି ନେତାଙ୍କ ପକ୍ଷରୁ ଦାବି କରାଯାଇଛି। ତାଙ୍କୁ ତୁରନ୍ତ ଗିରଫ କରାଯାଉ । ସରକାରଙ୍କର ଅହଙ୍କାର ଚରମ ସୀମାରେ ପହଞ୍ଚିଲାଣି ବୋଲି ବିଜେଡି ଅଭିଯୋଗ କରିଛି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଠିକ ନାହିଁ। ଲୋକଙ୍କ ସରକାର ନୁହେ, ଏହା ଲୋକଙ୍କ ବିରୋଧୀ ସରକାର ବୋଲି ବିଜେଡି ନେତା ଅଶୋକ … Read more

ଆଜି ହେଉଛି ହେରାପଞ୍ଚମୀ, ନନ୍ଦିଘୋଷ ରଥକାଠ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ: ରଥଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଆଜି ରାତିରେ ଗୁଣ୍ଡିଚା ମନ୍ଦିରରେ ହେରାପଞ୍ଚମୀ ନୀତି ସମ୍ପନ୍ନ ହେବ। ହେରାପଞ୍ଚମୀ ନୀତି ପାଇଁ ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହେବ। ରୁକ୍ମିଣୀ ହରଣ ଏକାଦଶୀ ଦିନ ମହାପ୍ରଭୁଙ୍କ ସହିତ ମହାଲକ୍ଷ୍ମୀ ବା ଶ୍ରୀଦେବୀଙ୍କ ବିବାହ ସମ୍ପନ୍ନ ହୋଇଥିଲା। ବିବାହ ପରେ ମହାପ୍ରଭୁଙ୍କ ଗଇଁଠାଳ ଫିଟି ନ ଥିବାବେଳେ ମହାପ୍ରଭୁ ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନକରି ଜ୍ୱରରେ ପୀଡ଼ିତ ହୋଇଥିଲେ। … Read more

ଓଏଏସ ଅଧିକାରୀ ଙ୍କୁ ମାଡ଼ ନିନ୍ଦା କଲେ ନବୀନ:ଛୁଟି ରେ ରହିବେ ଓଏଏସ ଅଧିକାରୀ

ଭୁବନେଶ୍ୱର: ବିଏମସି କାର୍ଯ୍ୟାଳୟରେ ଆକ୍ରମଣ ଘଟଣାକୁ ନେଇ ସବୁ ମହଲରେ ନିନ୍ଦା କରାଯାଉଥିବା ବେଳେ ଦୃଢ଼ ନିନ୍ଦା କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କୁ କାର୍ଯ୍ୟାନୁଷ୍ଠାନ ନେବାକୁ କହିଛନ୍ତି ନବୀନ । ଅଭିଯୁକ୍ତଙ୍କ ପଛରେ ଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଆକ୍ରମଣ ପଛରେ ଥିବା ରାଜନେତାଙ୍କ ଉପରେ ମଧ୍ୟ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇଁ ଦାବି କରିଛନ୍ତି । ଯେଉଁଠି ବରିଷ୍ଠଅଧିକାରୀକାର୍ଯ୍ୟାଳୟରେ ସୁରକ୍ଷିତ ନୁହଁନ୍ତି, ସେଠି ସାଧାରଣ ନାଗରିକ ସରକାରଙ୍କଠୁ … Read more

ଯବାନଙ୍କୁ ମ୍ୟାଲେରିଆ ଚିନ୍ତା

ମାଲକାନଗିରି: ମାଓବାଦୀ ଅପରେସନରେ ଯାଉଥିବା ଯବାନ ଜଙ୍ଗଲରୁ ଫେରିବା ପରେ ସିଧା ମେଡିକାଲ ମୁହାଁ ହେଉଛନ୍ତି । କାରଣ ଘଞ୍ଚ ଜଙ୍ଗଲରେ କେବଳ ମାଓବାଦୀଙ୍କ ସହ ନୁହେଁ ମଶାଙ୍କ ସହ ମଧ୍ୟ ରୀତିମତ ଚାଲିଛି ଯବାନଙ୍କ ଲଢ଼େଇ । ମାଲକାନଗିରିରେ କାୟା ମେଲାଉଛି ମ୍ୟାଲେରିଆ। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମଶାଙ୍କ କୋପରୁ ବର୍ତ୍ତିନାହାନ୍ତି ସାହସୀ ଯବାନ । ଦୁର୍ଗମ ଅଞ୍ଚଳରେ ମୁତୟନ ଥିବା ବିଏସଏଫ୍ ଓ ଏସଓଜି ଯବାନଙ୍କ ପାଇଁ ମ୍ୟାଲେରିଆ ମୁଣ୍ଡବିନ୍ଧାର କାରଣ … Read more

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିଲେ ଦୁର୍ବୃତ୍ତ

ଭୁବନେଶ୍ୱର ମହାନଗର ନିଗମ ଅଫିସରେ ମାର୍‌ପିଟ୍‌ । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କର୍ପୋରେଟରଙ୍କ ସହଯୋଗୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଯାହାକୁ ବିରୋଧ କରି ଅଫିସ କର୍ମଚାରୀମାନେ ଧାରଣାରେ ବସିଛନ୍ତି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଖବର ଅନୁଯାୟୀ, ଆଜି ବିଏମ୍‌ସି ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିଲା । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ନିକଟକୁ କର୍ପୋରେଟରଙ୍କ ଲୋକେ ଅଭିଯୋଗ ଶୁଣାଣି କରୁଥିଲେ । … Read more

ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ଵର ଓ ମୟୂରଭଞ୍ଜରେ ବନ୍ୟା

ବାଲେଶ୍ୱର : ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର। ବାଲେଶ୍ଵର ଓ ମୟୂରଭଞ୍ଜରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକାରେ ଜଳସ୍ତର ବଢିବାରେ ଲାଗିଛି । ଏହି ତିନି ନଦୀରେ ବନ୍ୟା ସ୍ଥିତି ଅଛି । ସୁବର୍ଣ୍ଣରେଖାରେ ବିପଦ … Read more

ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ୱ

ପୁରୀ: ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ୱ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ୱ ବୁଝିବେ IPS ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍‌ ବ୍ୟବସ୍ଥା ଦେଖିବେ । ରବିବାର ଭୋରରୁ ଶରଧାବାଲିରେ ଦଳାଚକଟା ଘଟି ୩ ଭକ୍ତଙ୍କର ଜୀବନ ଚାଲିଗଲା ବହୁ ଭକ୍ତ ଆହତ ହେଲେ। ଏହାକୁ ନେଇ ବିଭିନ୍ନ ମହଲରେ ଦେଖିବାକୁ ମିଳିଲା ତୀବ୍ର ପ୍ରତିକ୍ରିୟା। ମଧ୍ୟାହ୍ନ ପ୍ରାୟ ୧୨ଟା ବେଳକୁ ଏ ଘଟଣାକୁ ନେଇ ଏକ୍ସରେ ପୋଷ୍ଟ … Read more