ଭୁବନେଶ୍ୱରରେ ପହଞ୍ଚିଲେ ଗୋପାଳପୁର ଘଟଣାକୁ ନେଇ କଂଗ୍ରେସ ଗଢିଥିବା ଅନୁଧ୍ୟାନକାରୀ ଦଳ ।
ଗୋପାଳପୁର ଘଟଣାକୁ ନେଇ କଂଗ୍ରେସ ଗଢିଥିବା ୫ ଜଣିଆ ତଥ୍ୟ ଅନୁଧ୍ୟାନକାରୀ ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ତାଙ୍କୁ ପିସିସି ସଭାପତି ଭକ୍ତଚରଣ ଦାସ ସ୍ୱାଗତ କରିଥିବା ବେଳେ ଆଜି ପ୍ରଥମ ଦିନରେ ଗୋପାଳପୁର ଗଣଦୁଷ୍କର୍ମ ଘଟଣାସ୍ଥଳ ପରିଦର୍ଶନ କରିବେ କଂଗ୍ରେସର ତଥ୍ୟ ଅନୁଧ୍ୟାନକାରୀ ଦଳ । ତେବେ ଗୋପାଳପୁର ଠାରେ ହୋଇଥିବା ଜଘନ୍ୟ ଗଣବଳାତ୍କାର ଏବଂ ରାଜ୍ୟରେ ଆକସ୍ମିକ ଭାବରେ ଶତାଧିକ ମହିଳା ,ଶିଶୁ … Read more