ଏନ୍କାଉଣ୍ଟରରେ ୩ ଟପ୍ ମାଓବାଦୀ ନିହତ
ମାଲକାନଗିରି ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଏନ୍କାଉଣ୍ଟର୍ ହୋଇଛି। ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି। ନିହତ ମାଓବାଦୀଙ୍କ ମୁଣ୍ଡ ପାଇଁ ଦେଢ କୋଟିରୁ ଅଧିକ ଟଙ୍କାର ପୁରସ୍କାର ରାଶି ଥିଲା। ଏନକାଉଣ୍ଟରରେ ସେଣ୍ଟ୍ରାଲ କମିଟି ମେମ୍ବର ସମେତ ୩ ଟପ୍ କ୍ୟାଡ଼ର ମାଓବାଦୀ ନିହତ ହୋଇଛନ୍ତି । ଏନକାଉଣ୍ଟରରେ ସେଣ୍ଟ୍ରାଲ କ୍ୟାଡ଼ର ମାଓବାଦୀ ଗଜରାଲା ରବି ଓରଫ ଉଦୟ, ଅରୁଣା,ସୀତାରାମ ଜିଲ୍ଲା ଏରିଆ କମ୍ମିଟି ACM କ୍ୟାଡ଼ର ମାଓବାଦୀ ଅମିତ ବରଦାର … Read more