ସୋଆରେ ‘ଇ – ସମିଟ ୨୦୨୪’ ଉଦ୍ଘାଟିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଆଜି ଆରମ୍ଭ ହୋଇଛି ଦୁଇ ଦିନିଆ ଇ-ସମିଟ। ସୋଆ ଅନ୍ତର୍ଗତ ଅଟଳ ଇନକ୍ୟୁବେସନ୍ ସେଂଟର ସୋଆ ଫାଉଣ୍ଡେସନ୍ ଓ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନକ୍ୟୁବେସନ୍ (ସୋଆ – ସିଆଇଆଇ)ର ମିଳିତ ଆନୁକୂଲ୍ୟରେ ଏହି ସମିଟର ଆୟୋଜନ କରାଯାଇଛି। ଛାତ୍ରଛାତ୍ରୀ ମାନଙ୍କୁ ଷ୍ଟାର୍ଟଅପ୍ ପ୍ରତି ଅଧିକ ଆଗ୍ରହୀ କରିବାର ଲକ୍ଷ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଷ୍ଟାର୍ଟଅପ୍ ଓଡ଼ିଶାର ଏଗ୍ଜିକ୍ୟୁଟିଭ ଚେୟାରମ୍ୟାନ୍ ଡକ୍ଟର ଓଙ୍କାର ରାୟ ମୁଖ୍ୟ ଅତିଥି ଭାବେ … Read more