ମଝି ଆକାଶରେ ଜୀବନ ବଞ୍ଚାଇଲେ କିମ୍‌ସ ଡାକ୍ତର

ଭୁବନେଶ୍ୱର: ଆମେ ଜାଣୁ ସବୁବେଳେ ଡାକ୍ତର ଦେବଦୂତ ସାଜି  ଜୀବନ ବଞ୍ଚାନ୍ତି। କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ (କିମ୍‌ସ) ଭୁବନେଶ୍ୱରର ହୃଦ୍‌ରୋଗ ବିଶେଷଜ୍ଞ ଡା ଅଶୋକ କୁମାର ବଡ଼ମାଳି ମଝି ଆକାଶରେ ବଞ୍ଚାଇଛନ୍ତି ଜଣେ ମହିଳାଙ୍କ ଜୀବନ। ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ ରବିବାର ସକାଳେ ନୂଆଦିଲ୍ଲୀରୁ ପୁନେ ଅଭିମୁଖେ ଯାଉଥିବା ସମୟରେ ଜନୈକ ମହିଳା ହଠାତ୍‍ ଅସୁସ୍ଥ ହୋଇପଡ଼ିଥିଲେ। ଏହା ଦେଖି ବିମାନ କର୍ମଚାରୀମାନେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କ୍ୟାବିନ୍ କ୍ରୁମାନେ ଜରୁରୀକାଳୀନ … Read more

‘ବିଜେଡି ଶାସନରେ ଆଦିବାସୀଙ୍କ ବିକାଶ ତ୍ଵରାନ୍ଵିତ’

ଭୁବନେଶ୍ୱର: ଓଡିଶାରେ ଆଦିବାସୀ ହେଉଛନ୍ତି ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ଏହି ସମ୍ପ୍ରଦାୟ କେବଳ ଏହି କାରଣରୁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଯେ ସେମାନେ ରାଜ୍ୟର ଜନସଂଖ୍ୟାର ୨୨.୮% ବା ଏକ କୋଟିରୁ ଅଧିକ ଅଟନ୍ତି ବରଂ ଭାରତର ଜନସଂଖ୍ୟାର ମଧ୍ୟ ୯.୧୭% ଅଟନ୍ତି । ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି ଏବଂ ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ, ଉଦ୍ଭିଦ ଏବଂ ବନଜାତ ଦ୍ରବ୍ୟ ବିଷୟରେ ଅନେକ ପ୍ରକାରର ଅନନ୍ୟ ଜ୍ଞାନର ଭଣ୍ଡାର ଅଟନ୍ତି … Read more

ଭୁବନେଶ୍ୱର- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଟିକଟ  ମୂଲ୍ୟ ୧୧୬୫  ଟଙ୍କା

ଭୁବନେଶ୍ଵର:  ଆଜିଠାରୁ ନିକଟରେ ଉଦଘାଟିତ ହୋଇଥିବା ଓଡିଶାପାଇଁ  ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ଆରମ୍ଭ କରିଛି। ଏହି ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱରରୁ ବିଶାଖାପାଟଣା ପର୍ଯ୍ୟନ୍ତ ଚଳାଚଳ କରିବ। ଉକ୍ତ ଟ୍ରେନ ସୋମବାରକୁ ବାଦ ଦେଲେ ଅନ୍ୟ ସବୁ ଦିନରେ ଅର୍ଥାତ ସପ୍ତାହକୁ ୬ ଦିନ ଚାଲିବ। ଭୁବନେଶ୍ବର- ବିଶାଖାପାଟଣା ଟାଇମ ଟେବଲ : ଭୁବନେଶ୍ୱର- ସକାଳ ୫.୧୫ ଛାଡିବ ଖୋର୍ଦ୍ଧା ରୋଡ- ସକାଳ ୫.୩୩ ବାଲୁଗାଁ- ସକାଳ ୬.୨୩ ବ୍ରହ୍ମପୁର- ସକାଳ ୭.୦୫ ଇଚ୍ଛାପୁରମ- … Read more

ସୋଆ ଲେକ୍ସ କନ୍‌ସିଲିୟମ୍ ଆୟୋଜିତ

 ଆଇନ୍ ଛାତ୍ରଛାତ୍ରୀମାନଙ୍କୁ  ନିଯୁକ୍ତିର ବାଟ ଦେଖାଇବ ଭୁବନେଶ୍ୱର: ଆଇନ୍ ଶିକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ବଢ଼ିଚାଲିଥିବା ବେଳେ ଏହାର ନିଯୁକ୍ତି କ୍ଷେତ୍ରର ପରିସୀମା ମଧ୍ୟ ପରିବ୍ୟାପ୍ତ ହେବାରେ ଲାଗିଛି। ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ଓ ସେଂଟ୍ରାଲ୍ ପ୍ଲେସ୍‌ମେଂଟ ସେଲ୍‌ର ମିଳିତ ଆନୁକୂଲ୍ୟରେ ଆଇନ୍ ଛାତ୍ରଛାତ୍ରୀମାନଙ୍କୁ ନିଯୁକ୍ତି କ୍ଷେତ୍ରରେ ଦିଗ୍‌ଦର୍ଶନ ଦେବା ନିମନ୍ତେ ବାର୍ଷିକ ଲ କନ୍‌କ୍ଲେଭ୍ ‘ସୋଆ ଲେକ୍ସ କନ୍‌ସିଲିୟମ୍‌’ ଶନିବାର ଆୟୋଜିତ ହୋଇଯାଇଛି। … Read more

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ

ଏପ୍ରିଲ୧୯ ରୁ ଆରମ୍ଭ ହୋଇ ଜୁନ୍  ୧ ପର୍ଯ୍ୟନ୍ତ, ଜୁନ୍  ୪ ରେ ଫଳାଫଳ ନୂଆଦିଲ୍ଲୀ: ଆଜି ୨୦୨୪ ସାଧା ରଣ ନିର୍ବାଚନ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ବିସ୍ତୃତ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ୭ଟି ପର୍ଯ୍ୟାୟରେ ଲୋକସଭା ଏବଂ ୪ ଟି ପର୍ଯ୍ୟାୟରେ ଓଡ଼ିଶାର ଲୋକସଭା ଏବଂ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଜୁନ୍ ୪ ତାରିଖରେ … Read more

ବରଗଡ ସମବାୟ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ  

ଭୁବନେଶ୍ବର: ବନ୍ଦପଡିଥିବା ବରଗଡସ୍ଥିତ ବରଗଡ ସମବାୟ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା। ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା … Read more

ସର୍ବନିମ୍ନ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ୱାରା ଉପକୃତ ହେବେ । ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ … Read more

ରାଜ୍ୟର ପ୍ରଥମ “ଓୟୋ ହୋମ୍ ଷ୍ଟେ” ହୋଟେଲ ପୁରୀରେ ଖୋଲିଲା

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ ମାନବ ସମ୍ବଳ ଯୋଗାଇଦେବ ପୁରୀ: ଓୟୋ ରୁମ୍ସ ଏବଂ  ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ (ଓଏସଡିଏ) ସହଭାଗିତାରେ ରାଜ୍ୟରେ ପ୍ରଥମ “ହୋମ୍ ଷ୍ଟେ” ହୋଟେଲ ସେବା ଆରମ୍ଭ ହୋଇଛି। ଐତିହ୍ୟ ସହର ପୁରୀରେ ଏହି ସେବାକୁ କ୍ରୀଡ଼ା ଓ ଯୁବସେବା ବିଭାଗର ମନ୍ତ୍ରୀ ତୁଷାରକାନ୍ତି ବେହେରା ଉଦଘାଟନ କରିଛନ୍ତି। ପୁରୀ ସହରର ସାରଦା ଦେବୀ ରୋଡରେ ଓୟୋ ସୁଶିଳା ନିବାସରେ “ହୋମ୍ ଷ୍ଟେ” ସେବା ଖୋଲିଛି। ପୁରୀକୁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ … Read more

କନିଷ୍ଠ ଶିକ୍ଷକଙ୍କ ପରିଶ୍ରମିକ ୨୦୦୦୦ ଟଙ୍କାକୁ ବୃଦ୍ଧି  

୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ  ଭୁବନେଶ୍ଵର: ରାଜ୍ୟ ସରକାର ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ କାର୍ଯ୍ୟକରୁଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି।  ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ … Read more

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି  କରିଛନ୍ତି।  ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା ମଧ୍ୟ ୩୦୦ ଟଙ୍କାରୁ … Read more