କାଳିଆ ଯୋଜନାର ଅବଧିକୁ ଆହୁରି ୩ବର୍ଷ ବଢାଇଲେ ସରକାର
ଭୁବନେଶ୍ଵର: ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀମାନଙ୍କୁ ସହାୟତା ଆଗାମୀ ୩ ବର୍ଷ ପାଇଁ ବଢ଼ାଇଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ। ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ। ରାଜ୍ୟ ସରକାର କାଳିଆ … Read more