‘ସ୍ୱୟମ’ ସ୍କିମ ଯୁବ ବ୍ୟବସାୟୀଙ୍କ ପାଇଁ ଆଶାର ଆଲୋକ 

ବ୍ୟବସାୟ ପାଇଁ ୧୮ ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ … Read more

ଅକ୍ସଫୋର୍ଡ଼ ପବ୍ଲିକ ସ୍କୁଲର ୧୬ତମ ବାର୍ଷିକୋତ୍ସବ ପାଳିତ

ଶିକ୍ଷକ ସମାଜ ପରିବର୍ତ୍ତନର ମୁଖ୍ୟ ସୂତ୍ରଧାର: ଜଷ୍ଟିସ୍ ମିଶ୍ର ବ୍ରହ୍ମପୁର:  ବଦଳୁଥିବା ସମାଜରେ ସଦାବେଳେ ଯୁକ୍ତାତ୍ମକ ଚିନ୍ତାଧାରା ମଣିଷକୁ ଆଗକୁ ନେଇଥାଏ।  ଆଉ ଏ ସବୁର ମୁଖ୍ୟ ସୂତ୍ରଧାର ହେଉଛନ୍ତି ଶିକ୍ଷକ । ବ୍ରହ୍ମପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଲାଞ୍ଜିପଲ୍ଲୀସ୍ଥିତ ଅକ୍ସଫୋର୍ଡ଼ ପବ୍ଲିକ୍ ସ୍କୁଲର ୧୬ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅବସରପ୍ରାପ୍ତ ମୁଖ୍ୟ ବିଚାରପତି ଜଷ୍ଟିସ୍ ସଞ୍ଜୟ କୁମାର ମିଶ୍ର ମତବ୍ୟକ୍ତ କରିଛନ୍ତି । ଅନ୍ୟପକ୍ଷରେ ସେ ଶିକ୍ଷକଙ୍କୁ ଈଶ୍ୱରଙ୍କ ସହିତ ତୁଳନା କରିବା … Read more

ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର୭୩ ତମ ସମ୍ମିଳନୀ ଉଦଯାପିତ

ବିଶ୍ଵରଞ୍ଜନ ପଟ୍ଟନାୟକ ଅନୁଗୁଳ:   ଭାରତୀୟ ଚିକିତ୍ସକ ସଂଘ ରାଜ୍ୟ ଶାଖା ର ୭୩ ତମ ସମ୍ମିଳନୀ ଅନଗୁଳ ଠାରେ ଉଦଯାପିତ  ହୋଇଯାଇଛି। ଦୁଇ ଦିନିଆ ଏହି ସମ୍ମିଳନୀ କୁ ପ୍ରଦୀପ ଜଳି ଉଦ୍ଘାଟନ କରିଥିଲେ ଭାରତୀୟ ଚିକିତ୍ସକ ସଂଘ ର ଜାତୀୟ ସଭାପତି ଡ଼ା ଆର୍ ଭି ଅଶୋକନ୍.ଶ୍ରୀ ଅଶୋକ ନ ନିଜ ବକ୍ତବ୍ୟରେ ଭାରତ ରେ ଡାକ୍ତର ମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା,ଚିକିତ୍ସା ବିଜ୍ଞାନ ରେ ହେଉଥିବା ବିଭିନ୍ନ ନୂଆ ପଦ୍ଧତି ର ପ୍ରୟୋଗ … Read more

ମଧୁବାବୁ ପେନସନ ସହାୟତା ରାଶି ୫୦୦ ଟଙ୍କାରୁ ୧ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ଵର: ମଧୁବାବୁ ପେନସନ ସହାୟତା ରାଶିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହିତାଧିକାରୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ  ଏବେ ମଧୁବାବୁ ପେନସନ ଯୋଜନାର ସହାୟତା ରାଶି ୫୦୦ ଟଙ୍କା ବୃଦ୍ଧି କରାଯାଇଛି।  ଏବେ ହିତାଧିକାରୀ ସର୍ବନିମ୍ନ ୧ ହଜାର ଟଙ୍କା ମାସିକ ପେନସନ ସହାୟତା ପାଇବେ। ଏହାସହ ଫେବ୍ରୁଆରି ୨୦-୨୫ ତାରିଖ ମଧ୍ୟରେ ହିତାଧିକାରୀମାନେ ବର୍ଦ୍ଧିତ ପେନସନ ପାଇବେ । ଏନେଇ ରାଜ୍ୟ ସରକାର ୩୬୮୩ କୋଟି ଟଙ୍କା ଖର୍ଚ୍ଚ … Read more

ଓଡିଶାରେ ବିଦ୍ୟୁତ୍ ଚାଳିତ ଗାଡ଼ି, ବ୍ୟାଟେରି ନିର୍ମାଣ ପ୍ରକଳ୍ପ ନେଇ ବୁଝାମଣାପତ୍ର ସ୍ଵାକ୍ଷରିତ 

ଭୁବନେଶ୍ଵର:  ଜିନ୍ଦଲ ସାଉଥ୍‌-ୱେଷ୍ଟ ଫାଉଣ୍ଡେସନ୍‌ (ଜେଏସ୍‌ଡବ୍ଲୁ) ଓଡ଼ିଶାରେ ବିଦ୍ୟୁତ୍ ଚାଳିତ ଗାଡ଼ି ଓ ବ୍ୟାଟେରି ନିର୍ମାଣ କାରଖାନା କରିବ। ଏଥିପାଇଁ ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ଆଜି ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି। ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ … Read more

ଷୋଡଶ ବିଧାନସଭାର ଶେଷ ଅଧିବେଶନ ସମୟ ପୂର୍ବରୁ ସରିଲା 

ଭୁବନେଶ୍ଵର: ନିର୍ଧାରିତ ସମୟ ପୂର୍ବରୁ ଷୋଡଶ ବିଧାନସଭାର ଶେଷ ଅଧିବେଶନ ଶୁକ୍ରବାର ସମାପ୍ତ ହୋଇଛି। ଗତ ୫ ତାରିଖ ଠାରୁ ଆରମ୍ଭ ହୋଇଥିବା ବଜେଟ୍‌ ଅଧିବେଶନକୁ ବାଚସ୍ପତି ପ୍ରମିଳା ମଲ୍ଲିକ ଆଜି ସନ୍ଧ୍ୟାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ରଖିଛନ୍ତି। ଏହି ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟ ଦିବସ ଥିଲା। କିନ୍ତୁ ୫ଟି କାର୍ଯ୍ୟ ଦିବସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ତେବେ ଓଡ଼ିଶା ବିଧାନସଭା ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବା ନୂଆ କଥା … Read more

ଓଡିଶାରେ ୧୦ ପ୍ରତିଶତ ଲୋକ ଦାରିଦ୍ର୍ୟ ସୀମାରେଖା ତଳେ: ନବୀନ

ଭୁବନେଶ୍ଵର: ବହୁଚର୍ଚ୍ଚିତ ନୟାଗଡ଼ର ଶିଶୁକନ୍ୟା ‘ପରୀ’ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗୃହରେ ବିବୃତି ରଖିଛନ୍ତି। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି- ପରୀ ଘଟଣାରେ ଦୋଷୀ ଗତକାଲି ଦଣ୍ଡ ପାଇସାରିଛି। ପରୀ ଭଳି ସମ୍ବେଦନଶୀଳ ଘଟଣାରେ ବିରୋଧୀ ରାଜନୀତି କରୁଛନ୍ତି। ନିର୍ବାଚନ ସମୟରେ ରାଜନୀତି ହେବା କଥା। କିନ୍ତୁ ବିରୋଧୀ ହୀନ ରାଜନୀତି କରୁଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଏସକେୱାଇ କାର୍ଡ … Read more

ସମାଜକୁ ଉଚିତ ରାସ୍ତା ଦେଖାଇବାରେ ସାହିତ୍ୟର ଭୂମିକା  ଗୁରୁତ୍ୱପୂର୍ଣ୍ଣ : ପାଣ୍ଡିଆନ୍

ଭୁବନେଶ୍ୱର: ସମାଜକୁ ଉଚିତ ରାସ୍ତା ଦେଖାଇ ଏହାର ଦୁର୍ବଳତା  ନିରାକରଣ ନିମନ୍ତେ ସାହିତ୍ୟିକମାନେ ମନୋନିବେଶ କରିବା ଆବଶ୍ୟକ ବୋଲି କହିଛନ୍ତି ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ । ସାହିତ୍ୟ ସମାଜର ଦର୍ପଣ ସଦୃଶ ଯାହାକି ସମାଜର ଅନ୍ତର୍ନିହିତ ଅନ୍ୟାୟକୁ ସାମ୍ନାକୁ ଆଣିବା ସହ ଏହା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥାଏ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ … Read more

କିମ୍‌ସ ହସ୍ପିଟାଲରେ କ୍ୟାନସର ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ବିଶ୍ୱ କର୍କଟ ଦିବସ ପାଳନ ଅବସରରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍‌ସେସ୍ (କିମ୍‌ସ) କ୍ୟାନସର ହସ୍ପିଟାଲ ପକ୍ଷରୁ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ସଚେତନ ପଦଯାତ୍ରା କିମ୍‌ସ କ୍ୟାନସର ହସପିଟାଲରୁ ବାହାରି ପଟିଆ ଛକ ପର୍ଯ୍ୟନ୍ତ ଯାଇଥିଲା । କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି ପଦଯାତ୍ରାର ଶୁଭାରମ୍ଭ କରିଥିଲେ । ଏଥିରେ ଅଧ୍ୟାପକ, ଛାତଛାତ୍ରୀ ଏବଂ କିମ୍‌ସ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ । … Read more

ସାନଖେମୁଣ୍ଡିରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସାହିତ୍ୟ ଆସର ଆଲୋଚନାଚକ୍ର କବିତା ପାଠ ଉତ୍ସବ

ଶାନ୍ତନୁ କୁମାର ରଣା  ସାନଖେମୁଣ୍ଡି: ରାଜ୍ୟବ୍ୟାପୀ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ପାଳନ ଅବସରରେ ଆଜି ସାନଖେମୁଣ୍ଡି ପଞ୍ଚାୟତ ସମିତି ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟ ପରିସରରେ କଳା ସଂସ୍କୃତି ସାହିତ୍ୟ ଭିତ୍ତିକ ଉତ୍ସବ ଓ ପୁସ୍ତକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଭାତରେ ଓଡ଼ିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରଯାଇଥିଲା।କବି ସାହିତ୍ୟିକ କଳାକାର ମାନଙ୍କ ସମାବେଶରେ ପଞ୍ଚାୟତ ସମିତି ପକ୍ଷରୁ ଆୟୋଜିତ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉତ୍ସବରେ ଅତିରିକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ବୈଜୟନ୍ତୀ … Read more