କ୍ୟାବିନେଟ୍ ବୈଠକରେ ପାଞ୍ଚ ବିଭାଗର ୧୦ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟର ବିକାଶ ପ୍ରକ୍ରିୟାକୁ ଆଗକୁ ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ୪୧ତମ ମନ୍ତ୍ରୀମଣ୍ଡଳ ବୈଠକରେ ୫ଟି ପ୍ରମୁଖ ବିଭାଗର ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ସବୁଜ ସଙ୍କେତ ମିଳିଛି।ଜଳ ସମ୍ପଦ,ପର୍ଯ୍ୟଟନ ଏବଂ ସହରାଞ୍ଚଳ ଉନ୍ନୟନକୁ ନେଇ ସରକାର ଅନେକ ବଡ଼ ଘୋଷଣା କରିଛନ୍ତି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏ … Read more

ଆସନ୍ତା ୧୦ ତାରିଖରେ ବିଜେଡି ଡାକିଛି ବଡ଼ ବୈଠକ

ଭୁବନେଶ୍ୱର: ଆସନ୍ତା ୧୦ରେ ବିଜୁ ଜନତା ଦଳ ଡାକିଛି ବଡ଼ ବୈଠକ । ଏହି ବୈଠକରେ ସମସ୍ତ ନେତାଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି । ଏନେଇ ବିଜେଡି ପକ୍ଷରୁ ଏକ ପ୍ରେସ ରିଲିଜ ଜାରି କରାଯାଇଛି । ପ୍ରେସ ରିଲିଜ୍ ରେ କୁହାଯାଇଛି ଯେ, ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟା ସମୟରେ ରାଜ୍ୟ ବିଜେଡି କାର୍ଯ୍ୟାଳୟ, ଶଙ୍ଖଭବନରେ ଏକ ବୈଠକ ବସିବାକୁ ଯାଉଛି । ଯେଉଁଥିରେ ଗତ ସାଧାରଣ ନିର୍ବାଚନରେ … Read more

IIT ପ୍ରଫେସର ଦେବେ ମିଶନ ଶକ୍ତି ମହିଳାମାନଙ୍କୁ ଟେକ୍ନୋଲୋଜିର ଟ୍ରେନିଂ

ଭୁବନେଶ୍ୱର: ଓଡ଼ିଶା ଜୀବିକା ମିଶନ ଓ ଭୁବନେଶ୍ୱର ଆଇଆଇଟି ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଯେଉଁଥିରେ ମିଶନ ଶକ୍ତି ମହିଳାମାନଙ୍କୁ ଟେକ୍ନୋଲୋଜି ଉପରେ ଟ୍ରେନିଂ ଦିଆଯିବ । ସେମାନଙ୍କୁ ଟ୍ରେନିଂ ଦେବେ ଆଇଆଇଟି ପ୍ରଫେସର। ଓଡ଼ିଶା ଜୀବିକା ମିଶନ ନିର୍ଦ୍ଦେଶିକା ମୋନିକା ପ୍ରିୟଦର୍ଶିନୀ ଓ ଆଇଆଇଟି ନିର୍ଦେଶକ ଶ୍ରୀପଦ କରମାକରଙ୍କ ମଧ୍ୟରେ ବୁଝାମଣା ହୋଇଛି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୩ ବର୍ଷ ମଧ୍ୟରେ ରାଜ୍ୟର ୧୫୦ … Read more

OPSC ପରୀକ୍ଷାରେ କପି କରି ଧରାପଡ଼ିଲେ ପରୀକ୍ଷାର୍ଥୀ

କଟକ: OPSC ପରୀକ୍ଷାରେ କପି କରିବା ଅଭିଯୋଗରେ କଟକ ମର୍କତନଗର ପୋଲିସ ଜଣେ ପରୀକ୍ଷାର୍ଥୀଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି । ମର୍କତନଗର ଅଞ୍ଚଳରେ ଓପିଏସସି ପରୀକ୍ଷା ଚାଲୁଥିବାବେଳେ ଜଣେ ପରୀକ୍ଷାର୍ଥୀ ଫିଲ୍ମ ଷ୍ଟାଇଲରେ କପି କରିଥିଲେ । ସେ ନିଜ କାନରେ ଇୟର୍ ଫୋନ୍ ଲଗାଇଥିଲେ । ସେ ଫୋନରେ ପ୍ରଶ୍ନ ଡାକୁଥିଲେ ଅପର ପାଖରେ ଥିବା ବ୍ୟକ୍ତି ତାଙ୍କୁ ଉତ୍ତର ଡାକୁଥିଲେ । ଯେତେବେଳେ ସ୍କ୍ୱାର୍ଡ ଟିମ୍ ପରୀକ୍ଷା ହଲରେ ଯାଞ୍ଚ ପାଇଁ … Read more

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫାଇଲ ହଜିବା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି ଫାଇଲ ହଜିଯାଇଥିବା କଥା ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିବା ପରେ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଛି ବିଜେଡି l ନୟାଗଡ଼ର ବିଜେଡି କାର୍ଯ୍ୟାଳୟରେ ଏକ ପ୍ରେସ ବିବୃତ୍ତିରେ ବିଜେଡି ବିଧାୟକ ତଥା ବରିଷ୍ଠ ନେତା ଡ. ଅରୁଣ କୁମାର ସାହୁ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରି କହିଛନ୍ତି । ଯଦି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭଳି ସର୍ବୋଚ୍ଚ ପ୍ରଶାସନିକ କେନ୍ଦ୍ର ସୁରକ୍ଷିତ ନୁହେଁ, ତେବେ ସାଧାରଣ ଲୋକଙ୍କ ଧନଜୀବନ ଓ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ … Read more

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଜଟଣୀ ନିର୍ବାଚନ ମଣ୍ଡଳୀର କୁମାର ବସ୍ତ ଲୋକନାଥ ବିଦ୍ୟାଳୟ ପ୍ରାଙ୍ଗଣରୁ ରାଜ୍ୟର ୨୦୪ ବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମ ପର୍ଯ୍ୟାୟରେ ୧୮୮ଟିର କରାଯାଇଥିଲା ଭିତିପ୍ରସ୍ତର ସ୍ଥାପନ। ପ୍ରତି ପଞ୍ଚାୟତରେ ପର୍ଯ୍ୟାୟକ୍ରମେ ସ୍ଥାପନ ହେବ ଏହି ଗୋଦାବରିସ ଆଦର୍ଶ ବିଦ୍ୟାଳୟ । ପ୍ରତି ବିଦ୍ୟାଳୟ ପାଇଁ ୫ ଏକର ଜାଗା ୫ରୁ ୭ କୋଟି ବ୍ୟୟ ବରାଦ ପାଇଁ ହୋଇଛି ଧାର୍ଯ୍ୟ । ଏହି ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ … Read more

ଗିରଫ ହେଲେ କୁବେର ଇଞ୍ଜିନିୟର ବୈକୁଣ୍ଠ; ମିଳିଲା ୨କୋଟି କ୍ୟାସ୍‌, ୩୦୦ଗ୍ରାମ ସୁନା, ୧୩ ପ୍ଲଟ୍

ଭୁବନେଶ୍ୱର: କନ୍ଧମାଳ ବାଲିଗୁଡ଼ା ITDAର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ସହ ଜଡ଼ିତ ୯ଟି ସ୍ଥାନରେ ଏକାସାଙ୍ଗେ ତଲାସି କରି ଭିଜିଲାନ୍ସ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି। ଆୟଠାରୁ ଅଧିକ ସମ୍ପତ୍ତି ରଖିଥିବା ମାମଲାରେ ତାଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ । ଆଜି ତାଙ୍କୁ ଭୁବନେଶ୍ୱର ସ୍ପେଶାଲ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ । ଭିଜିଲାନ୍ସ ପକ୍ଷରୁ କରାଯାଇଥିବା ଚଢ଼ାଉ ସମୟରେ ବୈକୁଣ୍ଠ ନାଥ ବେହେରାଙ୍କ ନାମରେ ବିପୁଳ ପରିମାଣର ସମ୍ପତ୍ତି … Read more

ଖଣି ମାଲିକଙ୍କ ଘରେ ବଡ଼ଧରଣର ଚଢାଉ

ରାଇରଙ୍ଗପୁର: ଖଣି ମାଲିକଙ୍କ ଘରେ ଚଢ଼ାଉ । ମୟୂରଭଂଜ ଜିଲ୍ଲାରେ ବେଆଇନ ଖଣି କାରବାର ଓ ରାଜସ୍ଵ ଆଦାୟ କ୍ଷେତ୍ରରେ ଜିଲ୍ଲା ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୭୦କୋଟି ଟଙ୍କାର ବକେୟା ଆଦାୟ ପାଇଁ ସମ୍ପତ୍ତି ଦଖଲ ପ୍ରକ୍ରିୟା ଜାରି। ଦୀର୍ଘଵର୍ଷ ହେଲା ଖଣି ମାଲିକ ବକେୟା ଟଙ୍କା ଡିପୋଜିଟ୍ କରୁନଥିବାରୁ ବାଧ୍ୟ ହୋଇ ଜିଲ୍ଲା ପ୍ରଶାସନ ରାଇରଙ୍ଗପୁରର ଖଣି ମାଲିକ ଜୟ କିଶୋର ଚୌବେଙ୍କ ଘରେ ଚଢ଼ାଉ କରିଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତହସିଲଦାର, … Read more

ରାଜ୍ୟରେ ମଞ୍ଜୁର ହେଲା ୩,୭୯୩ କୋଟିର ୨୪ ପ୍ରକଳ୍ପ, ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି

ଭୁବନେଶ୍ୱର:ରାଜ୍ୟରେ ୨୪ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିଅରାନ୍ସ ମିଳିଛି । ୩୭୯୩.୩୩କୋଟି ଟଙ୍କାର ପୁଞ୍ଜିନିବେଶ ଦ୍ୱାରା ଆଉ ୧୯୯୨୪ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ରାଜ୍ୟର ଆଂଚଳିକ ସନ୍ତୁଳିତ ବିକାଶକୁ ଆଖିରେ ରଖି ଏହି ପ୍ରକଳ୍ପଗୁଡ଼ିକ ଖୋର୍ଦ୍ଧା, ଢେଙ୍କାନାଳ, ଝାରସୁଗୁଡ଼ା, କୋରାପୁଟ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ବଲାଙ୍ଗୀର, ପୁରୀ, କଟକ, ସୁନ୍ଦରଗଡ଼, ଗଞ୍ଜାମ, ଜଗତସିଂହପୁର ଓ ମୟୂରଭଞ୍ଜ ପରି ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ କରାଯିବାକୁ ନିଷ୍ପତ୍ତି ହୋଇଛି।ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଶନିବାର ଦିନ ଅନୁଷ୍ଠିତ … Read more

ମହିଳାଙ୍କୁ ବଳାତ୍କାର କରିଥିବା ମୌଲାନା ଗିରଫ

କଟକ: ୨୦୧୮ ମସିହାରେ ଜଣେ ମହିଳା ଆଣିଥିଲେ ଦୁଷ୍କର୍ମ ଅଭିଯୋଗ । ତନ୍ତ୍ର ମନ୍ତ୍ର ବାହାନାରେ ମୌଲାନା ଦୁଷ୍କର୍ମ କରିଥିବା ଅଭିଯୋଗ କରିଥିଲେ । ଦୁଷ୍କର୍ମ ଅଭିଯୋଗ ପରେ ଫେରାର ଥିଲା ପଦ୍ମପୁର ମୁତାରିଫା ଗ୍ରାମର ମୌଲାନା ସେକ୍ ନଜିମୁଲ ଅରଫିନ୍ ଓରଫ ହାପିଜ୍ (୪୫) । ଜାମସେଦପୁରରୁ ଗିରଫ କଲା ଜଗତପୁର ପୋଲିସ । ସୂଚନା ଅନୁସାରେ, ପୀଡ଼ିତା ତାଙ୍କ ସ୍ୱାମୀଙ୍କ ମଦ ଛଡେଇବାକୁ ଉକ୍ତ ମୌଲାନାଙ୍କ ପାଖକୁ ଯାଇଥିଲେ । ୯ ମାସ ଔଷଧ … Read more