‘ଆମ ହସ୍ପିଟାଲ’: ରାଜ୍ୟ ସ୍ୱାସ୍ଥ୍ୟ ସେବାରେ ଏକ ନୂଆ ଇତିହାସ
ଭୁବନେଶ୍ଵର: ଓଡିଶାରେ ଆଜି ସ୍ୱାସ୍ଥ୍ୟ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆମ ହସ୍ପିଟାଲରେ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହା କହିଛନ୍ତି। ରାଜ୍ୟର ୧୫ ଜିଲ୍ଲାର ୭୩ଟି ସରକାରୀ ଡାକ୍ତରଖାନା ଆମ ହସ୍ପିଟାଲର ରୂପାନ୍ତରିତ ହୋଇଛି। ଏହି ରୂପାନ୍ତରିତ ହସ୍ପିଟାଲକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଆଇଭିଆର ପଦ୍ଧତିରେ ରୋଗୀଙ୍କର ମତାମତ ସଂଗ୍ରହ ବ୍ୟବସ୍ଥା ଏବଂ କର୍ମଚାରୀଙ୍କର ମୁହଁ ଚିହ୍ନଟ କରି ବାୟୋମେଟ୍ରିକ ଉପସ୍ଥାନ ବ୍ବୟସ୍ଥାର ବି … Read more