ଦଳବିରୋଧୀ କାର୍ଯ୍ୟପାଇଁ ସୁରେଶ ରାଉତରାୟ କଂଗ୍ରେସରୁ ବହିଷ୍କୃତ
ଭୁବନେଶ୍ଵର: କିଛିଦିନର କଲ୍ପନାଜଳ୍ପନାର ଅନ୍ତ ଘଟିଛି। ଆଜି କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି ଜଟଣୀ ବିଧାୟକ ସୁରେଶ ରାଉତରାୟ। ଏ ନେଇ ଆଜି ଏଆଇସିସି ତରଫରୁ ସୂଚନା ପ୍ରଦାନ କରାଯାଇଛି। ଏଥିରେ କୁହାଯାଇଛି ଯେ, ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ତେବେ ଏହାକୁ ନେଇ ସୁରେଶ ରାଉତରାୟ ଦୁଃଖ ପ୍ରକାଶ କରି ନାହାଁନ୍ତି। ସେ କହିଛନ୍ତି ଯେ, ଦଳର ଏହି ନିଷ୍ପତିକୁ ସ୍ବାଗତ କରୁଛି। ହେଲେ ଦଳ ପାଇଁ ମୁଁ ଯେମିତି … Read more