NOC ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜୁନିଅର ଆସିଷ୍ଟାଣ୍ଟ
ଭଦ୍ରକ: ଘରୋଇ ସ୍କୁଲକୁ NOC ପ୍ରଦାନ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ଶିକ୍ଷା ଅଧିକାରୀ (DEO) କାର୍ଯ୍ୟାଳୟର ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବାରାପୁର ଅଞ୍ଚଳର ଏକ ଘରୋଇ ସ୍କୁଲକୁ NOC ପ୍ରଦାନ କରିବା ପାଇଁ ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଅଭିଯୋଗକାରୀ ପ୍ରଶାନ୍ତ ସାହୁଙ୍କ ନିକଟରୁ ୧୦ ହଜାର ଟଙ୍କା ଦାବି କରିଥିଲେ। ଏନେଇ ପ୍ରଶାନ୍ତ ସାହୁ … Read more