କଞ୍ଚୁରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ‘ନୂଆ-ଓ’ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ
ପ୍ରଭାତ କୁମାର ମହାରଣା ହିଞ୍ଜିଳିକାଟୁ: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପରିପ୍ରେକ୍ଷୀରେ ଆୟୋଜିତ “ନୂଆ-ଓ” ସାହିତ୍ୟ ପ୍ରତିଯୋଗିତା ର ଉଦଯାପନୀ ଉତ୍ସବ ଆଜି ହିଞ୍ଜିଳିକାଟୁ ବ୍ଲକ୍ ଅଧୀନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,କଞ୍ଚୁରୁ ରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ ସୁଜିତ୍ କୁମାର ପାଢ଼ୀ ଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସଭା ମୁଖ୍ୟ ଭାବେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଏଲ୍.ଗୋରୀ ଆଚାରୀ,ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ମଦନ ମୋହନ ସେଠୀ,ମୁଖ୍ୟ … Read more