ରାଜ୍ୟରେ ଆରମ୍ଭହେଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା
ଭୁବନେଶ୍ୱର: ଗତକାଲି ପରିକ୍ରମା ପ୍ରକଳ୍ପ ଉଦ୍ଘାଟିତ ହେବାପରେ ରାଜ୍ୟରେ ଆରମ୍ଭ ହୋଇଛି ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା । ଲକ୍ଷ୍ମୀ ଯୋଜନା ଅନ୍ତର୍ଗତ ଏହି ବସ୍ ଗୁଡ଼ିକ ଜିଲ୍ଲା ସଦର ମହକୁମାରୁ ଭୁବନେଶ୍ୱର ଦେଇ ପୁରୀ ସହ ଯୋଡି ହେବ । ପ୍ରଥମ ପର୍ଯ୍ୟାୟରେ ୧୨ ଟି ଜିଲ୍ଲାରୁ ପୁରୀକୁ ଗଡ଼ିଛି ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ୍ ଯୋଗେ ବସ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର … Read more