ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର: ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବିବାଦ ଏବେ ସୁପ୍ରିମକୋର୍ଟ ରେ ପହଂଚିଛି। ସୁପ୍ରିମକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶକୁ ଅଣଦେଖା କରି ଓଡ଼ିଶା ସରକାର କିଛି ଅଫିସରଙ୍କୁ ସୁପାରିଶ ପ୍ୟାନେଲରେ ସାମିଲ ପାଇଁ ଉଦ୍ୟମ କରୁଥିବା ଅଭିଯୋଗରେ ମଙ୍ଗଳବାର ଦିନ ଦାଖଲ ହୋଇଥିବା ରିଟ୍ ପିଟିସନ୍କୁ ସୁପ୍ରିମକୋର୍ଟ ଗ୍ରହଣ କରି ବୁଧବାର ଦିନ ଜରୁରୀ ଶୁଣାଣି କରିବା ପାଇଁ ସମ୍ମତି ଦେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱାଧୀନ ୩ଜଣିଆ ଖଣ୍ଡପୀଠ ଏହି ମାମଲାରେ … Read more