ରାଜଧାନୀରେ ‘ନାଇଟ୍ ଅପରେସନ’ ଆରମ୍ଭ
ଭୁବନେଶ୍ୱର: ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣା ପରେ ସଜାଗ ହୋଇଛି କମିଶନରେଟ୍ ପୁଲିସ୍। ଡିଜିପିଙ୍କ ସହ ଆଲୋଚନା ପରେ ନାଇଟ୍ ପାଟ୍ରୋଲିଂ ଏବଂ ବ୍ଲକିଂ , ଚେକିଂ କୁ ଜୋରଦାର କରାଯାଇଛି । ରବିବାର ରାତିରେ ସହରର ବିଭିନ୍ନ ପ୍ରମୁଖ ଛକରେ ଜୋରଦାର ନାଇଟ୍ ପେଟ୍ରୋଲିଂ ସହ ବ୍ଲକିଂ ଚେକିଂ କରାଯାଇଥିବା ଦେଖିବାକୁ ମିଳିଥିଲା। ଗତକାଲି ପୁଲିସ୍ ମହାନିର୍ଦ୍ଦେଶକଙ୍କ ସହ କମିଶନରେଟ ପୁଲିସ୍ର ବରିଷ୍ଠ ଅଧିକାରୀମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି … Read more