ରଥଯାତ୍ରା ଯାତ୍ରା ପାଇଁ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ପୁରୀ ଟାଉନ ହଲ୍ଠାରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ (RDC) ସୁଧାଂଶୁ ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ରଥ ନିର୍ମାଣ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ ଓ ପାନୀୟ ଜଳ ଯୋଗାଣ ସହ ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଟ୍ରାଫିକ ପରିଚାଳନା ଉପରେ ବ୍ୟାପକ ଆଲୋଚନା କରାଯାଇଛି। ଚଳିତ ବର୍ଷ ରଥ ନିର୍ମାଣ ପାଇଁ ଆବଶ୍ୟକ ୮୧୮ ଖଣ୍ଡ … Read more