ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନବୀକୃତ ସମ୍ମିଳନୀ
ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଦ୍ଵାରା ଲୋକସେବା ଭବନଠାରେ ନବୀକୃତ ସମ୍ମିଳନୀ କକ୍ଷର ନୂତନ ଭାବେ ଶୁଭାରମ୍ଭ ହୋଇଯାଇଛି l ସମ୍ମିଳନୀ କକ୍ଷକୁ ଶୁଭାରମ୍ଭ କରି ମାନ୍ୟବର ମନ୍ତ୍ରୀ ନିଜ ଖୁସି ବ୍ୟକ୍ତ କରିଥିଲେ l ଏହି ନବୀକୃତ ସମ୍ମିଳନୀ କକ୍ଷ ରାଜସ୍ୱ ବିଭାଗର ନୂତନ ସଂସ୍କାରମୂଳକ ପଦକ୍ଷେପମାନଙ୍କୁ ପ୍ରତିଫଳିତ କରୁଥିବା ବେଳେ ବିଭାଗର ସାମର୍ଥ୍ୟ ଏବଂ କାର୍ଯ୍ୟକାରିତା ବୃଦ୍ଧି କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି … Read more