ଓଡ଼ିଶାରେ ମହିଳା ସମ୍ମାନକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ
ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ ଏବଂ ସୀମା ନିର୍ଦ୍ଧାରଣ (Delimitation) ପ୍ରସଙ୍ଗରେ ଆଲୋଚନା ଚାଲିଥିବା ବେଳେ ରାଜ୍ୟରେ ମହିଳା ସୁରକ୍ଷା ଓ ପ୍ରଶାସନିକ ବିଫଳତାକୁ ନେଇ ସେ ସରକାରଙ୍କୁ କାଠଗଡ଼ାକୁ ଟାଣିଛନ୍ତି। ଗୃହକୁ ସମ୍ବୋଧିତ କରି ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେନ୍ଦୁଝରରେ ଟଙ୍କା ପାଇଁ ଜଣେ ଭାଇକୁ ନିଜ … Read more