୨୧୯ ନୂତନ ପ୍ରାଣିଚିକିତ୍ସାଳୟ ଓ ଲ୍ୟାବ ପାଇଁ ୧୭୭ କୋଟିର MoU ସ୍ୱାକ୍ଷରିତ
ଭୁବନେଶ୍ୱର: ବିଶ୍ୱ ପ୍ରାଣିଚିକିତ୍ସା ଦିବସ ଅବସରରେ ଶନିବାର ରାଜ୍ୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରାଣିସମ୍ପଦ, ପ୍ରାଣିସ୍ୱାସ୍ଥ୍ୟ ଓ ମତ୍ସ୍ୟପାଳନ କ୍ଷେତ୍ରର ସାମଗ୍ରିକ ବିକାଶ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଏହି ଅବସରରେ ପ୍ରାଣିସ୍ୱାସ୍ଥ୍ୟ ସେବାକୁ ସୁଦୃଢ କରିବା ପାଇଁ ଆଜି ରାଜ୍ୟରେ ପ୍ରାୟ ୧୦୦ କୋଟି ଟଙ୍କାରେ ନିର୍ମିତ ୭୬ ଟି ପ୍ରାଣିଚିକିତ୍ସାଳୟ ଓ ୪ ଟି ପ୍ରାଣୀ ସହାୟତା … Read more