ସୋଆ କୃଷି ମହାବିଦ୍ୟାଳୟରେ ଅକ୍ଷୟ ତୃତୀୟା ଉତ୍ସବ ପାଳିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି । ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ ଓ ବିଂଝଗିରି ସ୍ଥିତ ଏ.ଆର.ଏସ ଫାର୍ମରେ ପର୍ଯ୍ୟାୟ କ୍ରମେ ଅକ୍ଷୟ ତୃତୀୟା ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ସୋଆ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, କୃଷି ବିଜ୍ଞାନ ମହାବିଦ୍ୟାଳୟର ଡିନ୍ ପ୍ରଫେସର … Read more