ଆଜାଦନଗର ବୋମା ବିସ୍ଫୋରଣ ମାମଲାରେ NIAର ବଡ଼ ସଫଳତା
ଭୁବନେଶ୍ୱର: ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ଆଜାଦନଗର ବୋମା ବିସ୍ଫୋରଣ ଘଟଣାର ୭ ମାସ ପରେ ଜଣେ ଫେରାର ଅଭିଯୁକ୍ତକୁ ଉତ୍ତର ପ୍ରଦେଶରୁ ଗିରଫ କରିଛି NIA। ଗିରଫ ଯୁବକ ଜଣକ ଭୁବନେଶ୍ୱର ପଟିଆ ଅଞ୍ଚଳର ରୋହନ ରଞ୍ଜନ ରାଉତରାୟ ଓରଫ୍ ସାନୁ ବୋଲି ଜଣାପଡ଼ିଛି। ଗିରଫ ବେଳେ ସାନୁ ନିକଟରୁ ମୋବାଇଲ୍ ଫୋନ୍ ସମେତ ଅନେକ ଆପତ୍ତିଜନକ ସାମଗ୍ରୀ ଜବତ କରାଯାଇଛି। ସୂଚନା ଅନୁଯାୟୀ, ଆଜାଦନଗର ବୋମା ବିସ୍ଫୋରଣ ଘଟଣାରେ ରୋହନର ସିଧାସଳଖ ହାତ ଥିବା … Read more