୩ଟି ଗ୍ରୀଡ୍ ଓ ୮ଟି ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମଝି
ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରିକଟିବନି ବିଦ୍ୟୁତ । ପାଓ୍ବାର କଟ୍କୁ ନେଇ ଏକ ଗୁଡ୍ ନ୍ୟୁଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଭୁବନେଶ୍ଵର ନିକଟସ୍ଥ ବାଲିଅନ୍ତାରେ ଓଡ଼ିଶାର ବିଦ୍ୟୁତ୍ ଭିତ୍ତିଭୂମିକୁ ସୁଦୃଢ କରିବା ଦିଗରେ ଏକ ଐତିହାସିକ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ବାଲିଅନ୍ତା ସତ୍ୟନଗର ଏବଂ ଏସ୍ସିବି ମେଡ଼ିକାଲରେ ସ୍ଥାପିତ ଅତ୍ୟାଧୁନିକ ଜିଆଇଏସ୍ (Gas Insulated Substation) ଗ୍ରୀଡ … Read more