ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ
ଭୁବନେଶ୍ୱର: ‘ଓଡ଼ିଆ ପକ୍ଷ’ ଅବସରରେ ୫ମ ଦିନରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ଗଣଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୫ଟା ୩୦ରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରୁ ଏହି ଦୌଡ଼ର ଶୁଭାରମ୍ଭ ହୋଇଥିଲା ।ଏହି ପବିତ୍ର ମୁକ୍ତେଶ୍ୱର ମନ୍ଦିର ପୀଠରୁ ବାହାରି ଐତିହ୍ୟ ଗଣଦୌଡ଼ ରାମେଶ୍ୱର ମନ୍ଦିର, ବିବେକାନନ୍ଦ ମାର୍ଗ, ଉତ୍କଳ କନିକା ଗ୍ୟାଲେରିଆ ମଲ୍, ଲୁଇସ୍ ରୋଡ୍, ବିଜେବି କଲେଜ ଏବଂ ରବି ଟକିଜ ଛକ … Read more