ରେଳୱେ ବୋର୍ଡର ନିଷ୍ପତ୍ତି କୁ ନେଇ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା: ସ୍ପଷ୍ଟୀକରଣ ଦେଲା ରେଳ ମନ୍ତ୍ରାଳୟ

ଭୁବନେଶ୍ବର: ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ । ରେଳୱେ ବୋର୍ଡର ଏହି ନିଷ୍ପତ୍ତି ପରେ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି l ପ୍ରେସମିଟରେ ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କରିଛି ବିଜେଡି । ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର । କିନ୍ତୁ ଆନ୍ଧ୍ରପ୍ରଦେଶକୁ ପୂର୍ବତଟ ରେଳପଥର ଗୋଟିଏ ପରେ ଗୋଟିଏ ଅଞ୍ଚଳ କାହିଁକି ଚାଲିଯାଉଛି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ନେତା ଅତନୁ ସବ୍ୟସାଚୀ ନାୟକ । ରାଜ୍ୟରୁ ୨୦ ଜଣ … Read more

ଆଳୁ ଦର ୧୨ ଟଙ୍କାରୁ ଅଧିକ ହେଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ

ଭୁବନେଶ୍ୱର: ଖୁଚୁରା ବ୍ୟବସାୟୀମାନେ ଆଳୁ କିଲୋ ୧୨ ଟଙ୍କାରୁ ଅଧିକରେ ବିକ୍ରି କଲେ ଯିବେ ଜେଲ୍। ରାଜଧାନୀର ବିଭିନ୍ନ ମାର୍କେଟରେ ଚଢାଉ କରାଯିବା ସହ ଏଭଳି କଡା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରମେଶ ଜେନାଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ବସିଥିଲା । ଏଥିରେ ଖୋର୍ଦ୍ଧା ଜିଲ୍ଲା ଯୋଗାଣ ଅଧିକାରୀ ଜ୍ଞାନନ୍ଦ୍ରେ ମିଶ୍ର, ବିଏମସି ଏସିଏସଓ ସହିତ ଭୁବନେଶ୍ୱର ସବୁ ବ୍ୟବସାୟୀ ଯୋଗଦେଇଥିଲେ । ଆଳୁ ଓ ପିଆଜ ବିକ୍ରି ଉପରେ ବିସ୍ତୃତ … Read more

ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ

ଭୁବନେଶ୍ୱର: ଓଡିଶା ସରକାର ସମସ୍ତ ସରକାରୀ କୋଠା ପ୍ରକଳ୍ପ ପାଇଁ ଅନୁପାଳନକୁ ବାଧ୍ୟତାମୂଳକ କରି କଠୋର ନିୟମ ଲାଗୁ କରିଛନ୍ତି। ଯେଉଁଥିରେ ନୂତନ ଅଗ୍ନି ନିରାପତ୍ତା ନିର୍ଦ୍ଦେଶାବଳୀ ପ୍ରଚଳନ କରିଛନ୍ତି। ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ସୁରକ୍ଷା ମାନଦଣ୍ଡକୁ ବୃଦ୍ଧି କରିବା ଏବଂ ସାର୍ବଜନୀନ ଭିତ୍ତିଭୂମିରେ ବିପଦ ହ୍ରାସ କରିବା। ଏହି ନିକଟରେ SCB ଅଗ୍ନିକାଣ୍ଡ ଘଟଣା ସମସ୍ତଙ୍କୁ ବିଚଳିତ କରିଥିବା ବେଳେ ଏନେଇ ସରକାର କଠୋର ହୋଇଛନ୍ତି। ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ପର୍ଯ୍ୟାପ୍ତ ଅଗ୍ନି ନିବାରଣ … Read more

୮ଜଣ ନକଲି ସିଆଇଡି ଅଧିକାରୀ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ଅନୁଷ୍ଠାନରେ ବେଆଇନ କାର୍ଯ୍ୟ ଏବଂ ଋଣ ପରିଶୋଧ ହୋଇନଥିବା କହି ଲୁଟୁଥିଲେ ଟଙ୍କା । ଭୁବନେଶ୍ୱର କମିଶନରେଟ୍ ପୋଲିସ ୮ ଜଣ ନକଲି ସିଆଇଡି ଅଧିକାରୀଙ୍କର ପର୍ଦ୍ଦାଫାସ୍ କରିଛି । ଚନ୍ଦ୍ରଶେଖପୁର ପୋଲିସ ସମସ୍ତଙ୍କୁ ଗିରଫ କରିଛି । ସେମାନଙ୍କ ମଧ୍ୟରେ ୪ ମହିଳା ଏବଂ ୪ ପୁରୁଷ ରହିଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ ପୂଜା ବେହେରା, ପ୍ରତିମା ପରିଡ଼ା, ଅନପୂର୍ଣ୍ଣା ପଣ୍ଡା, ଜେମାମଣୀ ପ୍ରଧାନ, ସୌଭାଗ୍ୟ ସାହୁ, ଧର୍ମେନ୍ଦ୍ର … Read more

ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି: ରାଜ୍ୟରେ ସକାଳୁଆ ହେଲା ସ୍କୁଲ

ଭୁବନେଶ୍ୱର: ସାରା ଓଡ଼ିଶାରେ ଏବେ ଗ୍ରୀଷ୍ମ ପ୍ରବାହ ବା ‘ହିଟ୍‌ ଓ୍ବେଭ୍‌’ର ସ୍ଥିତି ଅନୁଭୂତ ହେଉଥିବା ବେଳେ ଅନେକ ସହରର ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଅତିକ୍ରମ କଲାଣି । ଏହି ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ଛୋଟ ପିଲାଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକରେ ସକାଳୁଆ କ୍ଲାସ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା … Read more

ରାଜ୍ୟରେ ଖରିଫ ଋତୁରେ ରେକର୍ଡ ଧାନ ସଂଗ୍ରହ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଏଥର ଖରିଫ ଋତୁରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି । ୧୮ ଲକ୍ଷ ୬୪ ହଜାର ଚାଷୀ ଧାନ ବିକ୍ରି କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି । ବାକି ବଳକା ଧାନ କିଣିବାକୁ ୭ ଦିନ ଅବଧି ବୃଦ୍ଧି କରିଛନ୍ତି ସରକାର । ଯେଉଁ ଚାଷୀ ଧାନ ବିକି ପାରିନାହାନ୍ତି ସେମାନେ ଏହି ୭ ଦିନ ଭିତରେ ଧାନ ବିକ୍ରି କରିପାରିବେ । ଏଭଳି … Read more

ସହରରେ PNG ବାଧ୍ୟତାମୂଳକ; ଖୁବଶୀଘ୍ର ଦିଆଯିବ PNG ସଂଯୋଗ

ଭୁବନେଶ୍ୱର: ଏବେ ସହର ଅଞ୍ଚଳରେ ପାଇପ୍‌ ନ୍ୟାଚୁରାଲ୍‌ ଗ୍ୟାସ୍‌ (PNG) ସଂଯୋଗକୁ ବାଧ୍ୟତାମୂଳକ କରାଯିବ। ରାଜ୍ୟର ସହରାଞ୍ଚଳରେ ଏଲ୍ପିଜି ବଦଳରେ ଏବେ ପାଇପ୍ ଯୋଗେ ପିଏନ୍‌ଜି ବ୍ୟବହାର କରିବେ । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସହରାଞ୍ଚଳରେ ପିଏନ୍‌ଜି … Read more

ରାଜ୍ୟରେ ‘ଜନଗଣନାର ମହାଅଭିଯାନ’ ଆରମ୍ଭ, ପ୍ରଥମ ଦିନରେ ୧୭ ହଜାର ଲୋକ ହେଲେ ଗଣା

ଭୁବନେଶ୍ୱର: ରାଜ୍ୟରେ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟର ପ୍ରଥମ ନାଗରିକ ରାଜ୍ୟପାଳ ହରିବାବୁ କମ୍ଭମପାଟି ଙ୍କ ଠାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ କରାଯାଇଛି । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏବଂ କଟକ ମହାନଗର ନିଗମ ମେୟର ସୁବାସ ସିଂ ପ୍ରମୁଖ ମଧ୍ୟ ଏହି ପ୍ରକ୍ରିୟାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି । ତେବେ ପ୍ରଥମ ଦିନରେ ହିଁ ରାଜ୍ୟର ପ୍ରାୟ ୧୭ … Read more

୩୦ ଜିଲ୍ଲା ପାଇଁ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ନିଯୁକ୍ତି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅଢେଇ ବର୍ଷ ଧରି ରାଜ୍ୟରେ ଖାଲି ପଡିଥିବା ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି ରାଜ୍ୟ ସରକାର। ବିଜେପିର ବିଧାୟକ ଓ ମନ୍ତ୍ରୀ ମାନଙ୍କୁ ଏଥିରେ ଥଇଥାନ କରିଛନ୍ତି ରାଜ୍ୟ ସରକାର। ୨୦୧୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ସମସ୍ତ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମାନେ ଇସ୍ତଫା ପ୍ରଦାନ କରିଥିଲେ। ସେବେଠୁ ସମସ୍ତ ୩୦ଟି ଯାକ ଜିଲ୍ଲାରେ ଏହି ପଦବୀ ଖାଲି ପଡିଥିଲା। ବିଭିନ୍ନ ଜିଲ୍ଲା ପାଇଁ ଦାୟିତ୍ୱ ନେଇଥିବା ବିଧାୟକ … Read more

 ମେଡିସିନ୍ କ୍ୟାଟେଗୋରୀରେ ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌-୨୦୨୬ (ମେଡିସିନ୍ କ୍ୟାଟେଗୋରୀ)ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡି ଟୁ ବି ବିଶ୍ୱବିଦ୍ୟାଳୟ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି। ବିଷୟ ଭିତିକ ମେଡିସିନ୍ କ୍ୟାଟେଗୋରୀରେ  ୭୦୧-୮୫୦ ବ୍ରାକେଟ୍‌ରେ ସ୍ଥାନୀତ ହୋଇ ସୋଆ ବିଶ୍ୱସ୍ତରୀୟ ଶୈକ୍ଷିକ ଓ ଗବେଷଣାତ୍ମ ଉତ୍କର୍ଷତା ନିମନ୍ତେ ନିଜକୁ ପ୍ରତିପାଦିତ କରିପାରିଛି। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଦେଶର ଅଗ୍ରଣୀ ମେଡିକାଲ୍ କଲେଜ ଭାବେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ୍‌ ଫ୍ରେମୱାର୍କ (ଏନ୍‌ଆଇଆର୍‌ଏଫ୍‌) … Read more