ବିଜେଡିରୁ ୬ ବିଧାୟକ ନିଲମ୍ବିତ
ଭୁବନେଶ୍ୱର: ଶନିବାର ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ କରିଥିବା ୬ ଜଣ ବିଜେଡ଼ି ବିଧାୟକଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ବିଧାୟକ ଚକ୍ରମଣି କହଁର, ନବକିଶୋର ମଲ୍ଲିକ, ସୌଭିକ ବିଶ୍ୱାଳ, ସୁଭାଷିନୀ ଜେନା, ରମାକାନ୍ତ ଭୋଇ ଓ ଦେବୀରଞ୍ଜନ ତ୍ରିପାଠୀଙ୍କୁ ନିଲମ୍ବନ କରାଯାଇଛି। ଦଳବିରୋଧୀ କାର୍ଯ୍ୟକଳାପ ଓ ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କାରଣରୁ ସେମାନଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି। ଏନେଇ ସେମାନଙ୍କୁ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଦେଇଥିବା ଚିଠିର ଉତ୍ତରକୁ ମଧ୍ୟ … Read more