‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ: ରାଜ୍ୟସରକାର
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିଲାବେଳେ ବୁଧବାର ‘ଏସ୍ଓପି’ ଜାରି ହୋଇଛି। ଯଦି ସଂପୃକ୍ତ ବିଭାଗ ପରାମର୍ଶଦାତାଙ୍କ ନିଯୁକ୍ତି ବେଳେ ଏହି ‘ଏସ୍ଓପି’ ପାଳନ ନ କରେ ତେବେ ୨୦୨୬ ଏପ୍ରିଲ ପହିଲାରୁ ସେମାନଙ୍କ ଦରମା ବନ୍ଦ କରିଦିଆଯିବ ବୋଲି ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର ଅବଗତ … Read more