ସୋଆକୁ ମିଳିଲା ସିଏସ୍ଆର୍ ସମ୍ମାନ
ଭୁବନେଶ୍ୱର: ରବିବାର ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍ଆର୍ ସମ୍ମାନ ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ‘ସିଏସ୍ଆର୍ ଏମିନେଂଟ ଫାଉଣ୍ଡିଙ୍ଗ୍ ଡାଇରେକ୍ଟର ଅଫ୍ ଲିଡିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ’ ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ସୋଆ ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟକୁ ‘ସିଏସ୍ଆର୍ ଏକ୍ସିଲେନ୍ସ ଇନ୍ ଏଜୁକେସନ୍’ ସମ୍ମାନ ପ୍ରଦାନ କରାଯାଇଛି । ସେହିପରି ସୋଆର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି – ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ … Read more