ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗ ଦେବେ ଅମିତ ଶାହ
ଭୁବନେଶ୍ୱର: ଆସନ୍ତା ମାସ ମାର୍ଚ୍ଚ ୫ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ । ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ … Read more