ସ୍ଵତନ୍ତ୍ର ଅଧିବେଶନ ପାଇଁ ବିଧାନସଭାର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବିଧାନସଭାରେ ହେବାକୁ ଯାଉଛି,ସେଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷା ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ବିଧାନସଭା ପରିସର ଅନୁଧ୍ୟାନ କରିଛନ୍ତି। ସୁରକ୍ଷା ଦାୟିତ୍ୱରେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ଏବଂ ୧୦୦ ରୁ ଅଧିକ ବରିଷ୍ଠ ପୋଲିସ ଅଫିସର ନିୟୋଜିତ ହେବେ। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ ଷ୍ଟ୍ରାଇକିଂ ଫୋର୍ସ, STU (Special Tactical Unit), ବୋମା ନିଷ୍କ୍ରିୟକାରୀ … Read more