‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ: ସୋଆ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି । ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, କଂଟ୍ରୋଲର ଅଫ୍ ଏଗ୍ଜାମିନେସନ ପ୍ରଫେସର ମଞ୍ଜୁଳା ଦାସ, ସୋଆ ପରିଚାଳିତ ଇନ୍ଷ୍ଟିୁଚ୍ୟଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଡିନ୍ ପ୍ରଫେସର ପି.କେ ସାହୁ ଓ ‘ଜାଗୋ’ କ୍ଲବର ଆବାହକ ପ୍ରଫେସର ଅନୀତା … Read more