ଇନକା ଆୱାର୍ଡ ସମାରୋହରେ ବୋଉ ବୁଟୁ ଭୂତ ଓ ଅନନ୍ତାକୁ ବିଭିନ୍ନ କାଟୋଗୋରୀରେ ମିଳିଲାପୁରସ୍କାର
ମୂମ୍ବାଇ: ଗତ ଗୁରୁବାର ମୁମ୍ବାଇରେ ଆୟୋଜିତ ଇଣ୍ଡିଆନ ନ୍ୟାସନାଲ ସିନେ ଏକାଡେମୀ ଇନକା ଆୱାର୍ଡ ସମାରୋହରେ ବୋଉ ବୁଟୁ ଭୂତ ଓ ଅନନ୍ତାକୁ ବିଭିନ୍ନ କାଟୋଗୋରୀରେ ପୁରସ୍କୃତ କରାଯାଇଛି । ବୋଉ ବୁଟୁ ଭୂତର ଅଭିନେତା ବାବୁସାନ ମହାନ୍ତିଙ୍କୁ ଶ୍ରେଷ୍ଠ ଓଡ଼ିଆ ଅଭିନେତା, ବାବୁସାନ ଫିଲ୍ମସ ତଥା ପ୍ରଯୋଜିକା ତୃପ୍ତି ମହାନ୍ତିଙ୍କୁ ଶ୍ରେଷ୍ଠ ଫିଲ୍ମ, ଅଭିନେତ୍ରୀ ଅର୍ଚ୍ଚିତାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଓ ଅନନ୍ତାର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଓ କୁମାର ସି.ଦେବ ମହାପାତ୍ରଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବରେ … Read more