୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ପୌରପାଳିକା ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮ ଜିଲାପାଳଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ସରକାରଙ୍କ ପକ୍ଷରୁ ସମ୍ପୃକ୍ତ ନୂତନ ଏନ୍‌ଏସି ଏବଂ ପୌରପାଳିକାଗୁଡ଼ିକର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ସହିତ ଆସନ ସଂରକ୍ଷଣ ପ୍ରକ୍ରିୟା ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶକ ଡାକୁଆ ସୋମବାର ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ନୟାଗଡ଼, କଳାହାଣ୍ଡି, … Read more

ରାଜ୍ୟ ସରକାରଙ୍କ ଓଡ଼ିଶା ଲଘୁ ଖଣିଜ ରିହାତି(ସଂଶୋଧନ) ନିୟମ-୨୦୨୫ ଗାଇଡ୍‌ଲାଇନ ପ୍ରଣୟନ

ଭୁବନେଶ୍ୱର: ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ ଦରବୃଦ୍ଧିରେ ବ୍ରେକ୍‌ ଲଗାଇବାକୁ ରାଜ୍ୟ ସରକାର ଓଡ଼ିଶା ଲଘୁ ଖଣିଜ ରିହାତି(ସଂଶୋଧନ) ନିୟମ-୨୦୨୫ ଗାଇଡ୍‌ଲାଇନ ପ୍ରଣୟନ କରିଛନ୍ତି। ଏହି ସଂଶୋଧିତ ନିୟମ ମାଧ୍ୟମରେ ରାଜ୍ୟରେ ଲଘୁ ଖଣିଜ ସମ୍ପଦର ଲିଜ୍‌ ପାଇଁ ଖୋଲା ଟେଣ୍ଡର ପରିବର୍ତ୍ତେ ଇ-ଲଟେରି ବ୍ୟବସ୍ଥା, ସର୍ବାଧିକ ବିକ୍ରୟ ମୂଲ୍ୟ ନିର୍ଦ୍ଧାରଣ ସହିତ ଜଣେ ବ୍ୟକ୍ତି ବା ପରିବାର ପାଇଁ ଲିଜ୍‌ ସୀମା ଧାର୍ଯ୍ୟ କରିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। … Read more

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ

ଭୁବନେଶ୍ୱର: ଉତ୍କଳ ଦିବସରୁ ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ, ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ । ଏହାକୁ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମିଶନ ଶକ୍ତି ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ମାର୍ଟ ଫୋନ କମ୍ୟୁନିଟି ରିସୋର୍ସ ପର୍ସନଙ୍କୁ ମିଳିବ। ୪୬ ହଜାର ସିଆରପିଙ୍କୁ ମିଳିବ। ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା … Read more

ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର: ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ହେଲେ କ୍ଷମତା ଅଧିକାରୀଙ୍କୁୁ ଏଭଳି ଅନ୍ଧ କରିଦେଉଛି, ଅନେକ ସମୟରେ ନୀତି ନିୟମ ଭୁଲି ଯାଉଛନ୍ତି; ଯେଉଁଥିପାଇଁ ସରକାରଙ୍କ ପକ୍ଷରୁ ଯେତେ କାଗଜ ଡରାଣ ଦେଖାଗଲେ ମଧ୍ୟ ତାକୁ ଅଧିକାରୀମାନେ ମାନିବାକୁ ନାରାଜ। ଏଭଳି ଏକ ଉଦାହରଣ ଅର୍ଥ ବିଭାଗରେ ଦେଖିବାକୁ … Read more

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆଜିଠୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬ ଦିନିଆ ଓଡ଼ିଶା ଗସ୍ତ । ଭୁବନେଶ୍ବରରୁ ବିରଜା କ୍ଷେତ୍ର, ପରେ ଶ୍ରୀକ୍ଷେତ୍ର ଆସିବେ ମହାମହିମ । ଶେଷରେ ଜନ୍ମଭୂମି ମୟୂରଭଞ୍ଜ ଯାତ୍ରା କରି ଓଡ଼ିଶା ଗସ୍ତ ଶେଷ କରିବେ । ସଂଧ୍ୟା ୬ଟା ୪୦ରେ ଭୁବନେଶ୍ବର ବିମାନନ ବନ୍ଦରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ଏହା ପରେ ଲୋକ ଭବନରେ ରାତ୍ରି ଯାପନ ପରେ ଫେବ୍ରୁଆରୀ ୩ ତାରିଖ ସକାଳେ ଯାଜପୁର ଯାଇ ମା ବିରଜାଙ୍କ ଦର୍ଶନ କରିବେ … Read more

ବିଜେଡିରୁ ନିଲମ୍ବିତ ହେଲେ ଶଶୀ ସାହୁ

ଭୁବନେଶ୍ବର: ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁଙ୍କୁ ନିଲମ୍ବିତ କରିଛି ବିଜେଡି। ବିଶୃଙ୍ଖଳିତ କାର୍ଯ୍ୟକଳାପ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ ଶଶୀ ସାହୁ ବିଜୁ ଜନତା ଦଳରେ ସାମିଲ ହୋଇଥିବା ବେଳେ ତାଙ୍କ ପତ୍ନୀ ସୁଭାଷିନୀ ସାହୁଙ୍କୁ ଟିକେଟ ମିଳିଥିଲା l ବିଗତ କିଛି ଦିନ ହେଲା ବାଲେଶ୍ବର ବିଜେଡିରେ କନ୍ଦଳ ଲାଗି ରହିଛି । ଶଶୀ ସାହୁ ଏବଂ ଜ୍ୟୋତି ପ୍ରକାଶ ସାହୁଙ୍କ ମଧ୍ୟରେ କନ୍ଦଳ ଖବର ସାମ୍ନାକୁ ଆସିଥିଲା … Read more

ବିଏମ୍‌ସି ପକ୍ଷରୁ ପକ୍କା ଘର ଆବଣ୍ଟନ

ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ବୁଦ୍ଧବିହାର ହାଉସିଂ ପ୍ରକଳ୍ପରେ ସାଲିଆସାହି, ସୁଭାଷ ବୋଷ ନଗର ବସ୍ତି, ମହାବୀର ବସ୍ତି, ମାଛ ମାର୍କେଟ ବସ୍ତି, ଜଗନ୍ନାଥବିହାର ଗୋପାଳ ବସ୍ତି, ସହିଦ ଲକ୍ଷ୍ମଣ ବସ୍ତି, ପଳାଶୁଣୀର ମୁଣ୍ଡାସାହି, ମା’ ଭଗବତୀ ବସ୍ତି, ମଙ୍ଗଳା ବସ୍ତି ଆଦି ୧୦ରୁ ଅଧିକ ବସ୍ତିର ୧୬୭ଜଣ ହିତାଧିକାରୀଙ୍କୁ ଲଟେରୀ ମାଧ୍ୟମରେ ପକ୍କାଘର ଦିଆଯାଇଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ଗୃହ ଆବଣ୍ଟନ କରିଛନ୍ତି। ଏହି ଅବସରରେ … Read more

ବଡ଼ବିଲ ପୁଲିସର ଏନକାଉଣ୍ଟର, ମୋଷ୍ଟ ୱାଣ୍ଟେଡ୍ ସିପୁ ଗିରଫ

କେନ୍ଦୁଝର: ବଡ଼ବିଲ ଥାନା ଅଞ୍ଚଳରେ ଗତ କିଛି ଦିନ ତଳେ ବ୍ୟାଙ୍କ ଅଫ ମହାରାଷ୍ଟ୍ରରେ ବଡ଼ ଧରଣର ଡକାୟତି ହୋଇଥିଲା । ଯାହା କେସ ନମ୍ବର ୨୯/୨୬ ଥିଲା । ଏହି ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଜଣେ ମୁଖ୍ୟ ଅଭିଯୁକ୍ତ ସିପୁ କୁମାର ଖସିଯାଇଥିଲା । ସିପୁ ଘର ବିହାର, ପାଟଣା ଜିଲ୍ଲା ପିପରା ଗାଁରେ । ମୋଷ୍ଟ ୱାଣ୍ଟେଡ୍ ଆନ୍ତଃରାଜ୍ୟ ଏହି ସିପୁ ନାଁରେ ଏକାଧିକ ମାମଲା ରହିଛି … Read more

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ୧୫ ପୌରପରିଷଦ ର ଚେୟାରମ୍ୟାନ

ଭୁବନେଶ୍ୱର: ଓଡିଶା ରାଜ୍ୟ ପୌର ପରିଷଦ ମହାସଂଘ ପକ୍ଷରୁ ୧୫ ଟି ପୌର ପରିଷଦର ଅଧ୍ୟକ୍ଷ/ଅଧ୍ୟକ୍ଷା ମାନେ ଶନିବାର ପୂର୍ବାହ୍ନରେ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକୁ କାର୍ଯ୍ୟକାରୀ କରିବାରେ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ଅବଗତ କରାଇଛନ୍ତି lରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ବିଭିନ୍ନ ପୌର ଅଧ୍ୟକ୍ଷ ମାନଙ୍କ କ୍ଷମତା ସଂକୁଚିତ କରାଯାଇଥିବାରୁ ସେମାନେ କିପରି ଅସୁବିଧାର ସମ୍ମୁଖୀନହେଉଛନ୍ତି ସେ ବିଷୟରେ ଆଲୋଚନା କରିଛନ୍ତି । ସୂଚନା … Read more

କ୍ୟାବିନେଟ୍‌ ବୈଠକରେ ୧୨ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି । ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨କୋଟି ଟଙ୍କା ମଞ୍ଜୁର ହୋଇଛି । କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁସାରେ, ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ ସହ ସେମାନଙ୍କୁ ପଦୋନ୍ନତିର ସୁବିଧା ପ୍ରଦାନ ପାଇଁ ବିଜ୍ଞପ୍ତି … Read more