ବିଦ୍ୟୁତ୍ ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି ମନ୍ତ୍ରୀ, କନକ ବର୍ଦ୍ଧନ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି ଯେ, ୨୦୨୬ର ଏହି ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍ ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ।ବିଲ୍ ପୈଠ ନକରିବା କାରଣରୁ କୌଣସି ବି ଡ଼ିସକମ୍ (ଡିସ୍କମ୍) ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ ବିଦ୍ୟୁତ୍ କାଟ୍ କରିପାରିବେ ନାହିଁ। କେବଳ ଅତ୍ୟାବଶ୍ୟକ ମରାମତି … Read more