ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ଆରମ୍ଭ
ପୁରୀ :ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି ଟିମ୍ । ଏହି ସ୍ବତନ୍ତ୍ର ପ୍ରତିନିଧି ଦଳରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍ପି, ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପ ସାମିଲ ଅଛନ୍ତି । ଜିଓଲୋଜିଷ୍ଟ, ସ୍ବର୍ଣ୍ଣକାର, ଆରବିଆଇ ଅଧିକାରୀ ମଧ୍ୟ ଟିମ୍ରେ ସାମିଲ ଅଛନ୍ତ । ୧୨ଟା ୯ରୁ ୧ଟା ୪୫ ମିନିଟ୍ ରହିଛି ଶୁଭ ମୁହୂର୍ତ୍ତ । ଯଥେଷ୍ଟ ପୂର୍ବରୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛି ଟିମ୍ । ଗଣତି ମଣତିର ସମ୍ପୂର୍ଣ୍ଣ … Read more