ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଓଡ଼ିଶାରେ ଏପ୍ରିଲରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା। ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ। ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ଜନଗଣନା ହେବ। ଏଥିପାଇଁ ଲକ୍ଷାଧିକ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ଏହା ପୂର୍ବରୁ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଉନ୍ନୟନ କମିଶନର। ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି। ଲୋକସେବା ଭବନରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ … Read more

ଆଜି ଶ୍ରୀ ମନ୍ଦିରରେ ହବ ବନକଲାଗି ୫ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସଧାରଣଙ୍କ ଦର୍ଶନ

ଭୁବନେଶ୍ବର: ଆଜି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ … Read more

ଆରଟିଆଇ ଆବେଦନକାରୀଙ୍କ ଦ୍ୱାରା ଲାଞ୍ଚ ଦାବି ଅଭିଯୋଗର ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:ଓଡିଶା ସୂଚନା କମିଶନ ଲାଞ୍ଚ ଅଭିଯୋଗରେ ଜଡିତ ଜଣେ ଅଭ୍ୟାସଗତ ଆରଟିଆଇ ଆବେଦନକାରୀଙ୍କ ବିଷୟରେ ତଦନ୍ତ କରିବାକୁ ପୋଲିସ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ପର୍କରେ, କମିଶନ ପକ୍ଷରୁ ରେଜିଷ୍ଟ୍ରାର ଉପଯୁକ୍ତ ତଦନ୍ତ ପାଇଁ ଓଡିଶା ପୋଲିସ ମହାନିର୍ଦ୍ଦେଶକଙ୍କୁ ଏକ ପତ୍ର ଲେଖିଛନ୍ତି।ସୂଚନାଯୋଗ୍ୟ ଯେ କମିଶନ ସମ୍ପ୍ରତି ଏକ ଭିଡିଓ କ୍ଲିପ୍ ସହିତ ଏକ ଅଭିଯୋଗ ପାଇଛନ୍ତି । ଏଥିରେ ବଲାଙ୍ଗୀର ଜିଲ୍ଲାର ଶ୍ରୀ ଟଙ୍କଧର ସାହୁ ନାମକ ଜଣେ ଆରଟିଆଇ ଆବେଦନକାରୀ ତାଙ୍କର ଆରଟିଆଇ ଅଭିଯୋଗ … Read more

ସଡ଼କ ଦୁର୍ଘଟଣା ରେ ଚାଲିଗଲା ମହିଳା ସାମ୍ବାଦିକାଙ୍କ ଜୀବନ

ଭୁବନେଶ୍ୱର :ମଙ୍ଗଳବାର ଦିନ ପିପିଲି ନିକଟସ୍ଥ ଜମାଲପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ସକାଳେ ଦୁଇ ଜଣ ମହିଳା ଏକ ସ୍କୁଟି ରେ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିଲେ । ପିପିଲି ମଙ୍ଗଳପୁର ଜମାଲପୁର ଛକ ନିକଟରେ ସାରଳା ନାମକ ଏକ ଘରୋଇ ବସ୍‌ଟି ସ୍କୁଟିକୁ ଧକ୍କା ଦେଇଥିଲା।ପରେ ସ୍କୁଟରଟିକୁ ପ୍ରାୟ ୨୦ରୁ ୩୦ମିଟର ଘୋଷାଡ଼ି ନେଇ ଯାଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ … Read more

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ହେଉଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ। ସେ 1972 ମସିହା ଜାନୁୟାରୀ 6 ତାରିଖରେ ଜନ୍ମଗ୍ରହଣ କରିଥିଲେ। କେଉଁଝରରୁ ବିଧାୟକ ଭାବେ ନିର୍ବାଚିତ ହେବା ପରେ ବର୍ତ୍ତମାନ ଓଡିଶାର ମୁଖ୍ୟମନ୍ତ୍ରୀ ଅଛନ୍ତି। ତାଙ୍କର ଜନ୍ମ ଦିନରେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କଠାରୁ ଶୁଭେଚ୍ଛା ବାର୍ତ୍ତା ଆସିବାରେ ଲାଗିଛି। ରାଜ୍ୟ ମନ୍ତ୍ରୀମାନେ ଶୁଭେଚ୍ଛା ଦେବା ସହିତ ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଶୁଭେଚ୍ଛା ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ … Read more

ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଫରେଷ୍ଟର

ବଲାଙ୍ଗୀର: ମୁରିବାହାଲ ରେଞ୍ଜ ଗୁଲୁମି ଫରେଷ୍ଟର ଅଶୋକ କୁମାର ନାଏକ ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। କୁଟୁରାକେନ ଗାଁର ବାବୁଲାଲ ଭୋଇଙ୍କ ଠାରୁ ଦୁଇଟି ରେଙ୍ଗାଲ ଗଛ କଟା ବାବଦକୁ ସେ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଚଢାଉ କରି ତାଙ୍କୁ ଧରିଛନ୍ତି । ଫରେଷ୍ଟରଙ୍କ ଅଫିସ ଓ ଆଦର୍ଶ ପଡା ନେହେରୁ ନଗରରେ ଥିବା … Read more

ଟ୍ୱିନ୍ ସିଟିରେ ଲାଗୁହେଲା ପ୍ରଦୂଷଣ କଟକଣା

ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର ପ୍ୟୁରିଫାୟର୍(ବାୟୁ ଶୋଧକ ଯନ୍ତ୍ର) ଲାଗିବ। ହୋଟେଲ୍ ଢାବାରେ କାଠ ଓ କୋଇଲା ଜାଳିବା ସମ୍ପୂର୍ଣ୍ଣ ବାରଣ। ଡିପୋ ଓ ଷ୍ଟାଣ୍ଡ୍‌ରେ ନିୟମିତ ବସ୍ ଧୋଇବାକୁ CRUTକୁ ଦିଆଯାଇଛି ନିର୍ଦ୍ଦେଶ । ଖୋଲା ସ୍ଥାନରେ ଆବର୍ଜନା ଜାଳିଲେ ୫ହଜାର ଫାଇନ୍‌ … Read more

ନିଆଁରେ ପୋଡି ୪ ଛାତ୍ର ଗୁରୁତର

ରାୟଗଡ଼ା:ବିଷମ କଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ଉନ୍ନିତ ଉଚ୍ଚ ବିଦ୍ୟାଳୟ ପରିସରରେ ନିଆଁରେ ପୋଡି ହୋଇ ୪ଜଣ ଛାତ୍ର ଗୁରୁତର ହୋଇଛନ୍ତି । ଜଣକର ଅବସ୍ଥା ସଙ୍କଟାପନ୍ନ ରହିଛି ।ସୂଚନା ଅନୁଯାୟୀ ସୋମବାର ଅପରାହ୍ନ ୩ଟା ସମୟରେ ବିଦ୍ୟାଳୟ ର କିଛି ଛାତ୍ର ପରିସ୍ରା କରିବାକୁ ଯାଇଥିଲେ । ସେହି ସମୟରେ ବିଦ୍ୟାଳୟର ଜଣେ ଛାତ୍ର ୪ଜଣ ଛାତ୍ରଙ୍କ ଉପରେ ଥିନର ପକେଇ ଦିଆସିଲି ଲଗାଇ ଦେଇଥିଲେ । ଯାହାଫଳରେ ପିଲା ମାନଙ୍କ ଶରୀର ରେ ନିଆଁ … Read more

ଅଳିଆ ଉଠାଇବା ପାଇଁ ବିଏମସି ନବ ୟୁଜର ଫି

ଭୁବନେଶ୍ଵର: ରାଜଧାନୀ ରୁ ଅଳିଆ ଉଠାଇବା ପାଇଁ ଭୁବନେଶ୍ଵର ମହାନଗର ନିଗମ କର୍ତ୍ତୃପକ୍ଷ(ବିଏମସି) ୟୁଜର ଫି ବ୍ୟବସ୍ଥା କରିଛି । ଏନେଇ ମାସିକ ୟୁଜର ଫି ତାଲିକା ବି ଜାରି କରାଯାଇଛି। ଏହା ଜରିଆରେ ବିଏମସି ବର୍ଷକୁ ୧୦ କୋଟି ଟଙ୍କା ଆଦାୟ କରିବାକୁ ଲକ୍ଷ୍ୟ ରଖିଛି। ଏ ନେଇ ବିଏମସି ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି।ପ୍ରକାଶିତ ଫି ତାଲିକା ଅନୁଯାୟୀ, EWS LIG ଘର ୮୦୦ ବର୍ଗଫୁଟ ପାଇଁ ଅଳିଆ ଉଠା ବାବଦରେ ମାସକୁ … Read more

ଭୁବନେଶ୍ବର ପରେ ପୁରୀରେ ‘ଆମ ବସ’ର ଯାଞ୍ଚ

ପୁରୀ :ପରିବହନ ବିଭାଗ ପକ୍ଷରୁ ଆଜି ମାଳତୀପାଟପୁର ଛକ ଠାରେ ‘ଆମବସ’ ଗୁଡିକର ଯାଞ୍ଚ କରାଯାଇଛି । ସମସ୍ତଗାଡ଼ିର କାଗଜ ପତ୍ର, ଫିଟନେସ ସମେତ ଚାଳକମାନଙ୍କର ଡ୍ରାଇଭିଂ ଲାଇସେନ୍ସ ଯାଞ୍ଚ ହୋଇଥିଲା । ସେହିପରି ଚାଳକମାନେ ମାଦକ ଦ୍ରବ୍ଯ ସେବନ କରିଛନ୍ତି କି ନାହିଁ ତାହାର ମଧ୍ୟ ଯାଞ୍ଚ କରାଯାଇଥିଲା ।ଯାଞ୍ଚ ପରେ ଗାଡ଼ିଗୁଡ଼ିକର କାଗଜପତ୍ର ଠିକ୍ ଥିବା ଓ କୌଣସି ଚାଳକ ମାଦକ ଦ୍ରବ୍ୟ ସେବନ କରି ନ ଥିବା ସ୍ପଷ୍ଟ କରିଥିଲେ ଆଞ୍ଚଳିକ ପରିବହନ … Read more