୧୧ଟି ଜିଲ୍ଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର: ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ରାଜ୍ୟରେ ମୋଟ ୪,୫୧୦.୬୫ କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏହାଦ୍ୱାରା ପ୍ରାୟ ୧୦,୧୨୨ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି। ଏହି ପ୍ରକଳ୍ପଗୁଡ଼ିକ ବାଲେଶ୍ୱର, ବଲାଙ୍ଗୀର, କଟକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ପୁରୀ, … Read more