ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ
ଭୁବନେଶ୍ୱର:ଆସନ୍ତାକାଲିର ରାଜ୍ୟସଭା ନିର୍ବାଚନ ଲାଗି ୩ ଦଳ ନିଜ ନିଜର ଏଜେଣ୍ଟଙ୍କ ନାଁ ଘୋଷଣା କରିଛନ୍ତି। ଆଗାମୀ ରାଜ୍ୟସଭା ନିର୍ବାଚନରେ ଶାସକ ଦଳ ବିଜେପି ପାଇଁ ନିର୍ବାଚନ ଏଜେଣ୍ଟ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ଆଇନ ମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ। ସେହିପରି ବରିଷ୍ଠ ବିଧାୟକ ପ୍ରତାପ ଦେବ ଓ ପ୍ରମିଳା ମଲ୍ଲିକ ବିଜେଡିର ଏଜେଣ୍ଟ ଭାବେ କାମ କରିବେ। କଂଗ୍ରେସର ଏଜେଣ୍ଟ ରହିବେ ପିସିସି ସଭାପତି ଭକ୍ତଚରଣ ଦାସ।ଏହା ପୂର୍ବରୁ ଶାସନ ଦଳ ଏହାର … Read more