ହ୍ୱିପ୍ ଜାରି କଲା କଂଗ୍ରେସ,ରାଜଧାନୀ ନ ଛାଡ଼ିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍ ଜାରି କଲା କଂଗ୍ରେସ । ଗତକାଲି ବିଜେଡ଼ି ପରେ ଆଜି କଂଗ୍ରେସ ନିଜ ସଦସ୍ୟଙ୍କ ପାଇଁ ହ୍ୱିପ୍ ଜାରି କରାଯାଇଛି । ଆସନ୍ତା ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ନିର୍ଦ୍ଦେଶ ପାଳନ ନ କରନ୍ତି ସେମାନଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ତେବେ ହ୍ୱିପ୍ ନେଇ ବିଜେପି ସମାଲୋଚନା କରିଛି । ବିଜେପି ବିଧାୟକ ଜୟନାରାୟଣ ମିଶ୍ର … Read more