ପ୍ରାର୍ଥୀପତ୍ର ଦାଖଲ କଲେ ମନମୋହନ ସାମଲ ଓ ସୁଜିତ କୁମାର
ଭୁବନେଶ୍ୱର: ବିଜେଡି ପରେ ଆଜି ବିଜେପି ରାଜ୍ୟସଭାପତି ମନମୋହନ ସାମଲ ଏବଂ ସୁଜିତ କୁମାର ବିଧାନସଭାରେ ଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିଜେପିର ସମସ୍ତ ବିଧାୟକମାନେ ଉପସ୍ଥିତ ଥିଲେ । ମନମୋହନ ଏବଂ ସୁଜିତ କୁମାର ଉଭୟ ଦଳୀୟ କାର୍ଯ୍ୟାଳୟରୁ ବାହାରି ପ୍ରଥମେ ରାମମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ଏହା ପରେ ଭଗବାନଙ୍କ ଆଶୀର୍ବାଦ ନେଇ ବିରାଟ ପଟୁଆରରେ ବିଧାନସଭା … Read more