ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଟଣା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା ପ୍ରଶ୍ନ ସଂଖ୍ୟା ୧୫୮୯ର ଲିଖିତ ଉତ୍ତରରେ ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାଟଣା ବ୍ଲକ ୧୧୬୮୧. ୫୦, ସାହାରପଡ଼ା ବ୍ଲକର ୧୨୪୧.୫୬, ଘଟଗାଁ ବ୍ଲକର … Read more