ସଞ୍ଚାର ସାଥୀ ଆପ୍କୁ ନେଇ ବିବାଦ ପରେ ମତ ବଦଳାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ସଞ୍ଚାର ସାଥୀ ଆପ୍କୁ ନେଇ ବିବାଦ ପରେ ମତ ବଦଳାଇଲେ କେନ୍ଦ୍ର ସରକାର । ୟୁଜର୍ସ ମାନେ ଚାହିଁଲେ ଏହି ଆପ୍କୁ ଫୋନରେ ବ୍ୟବହାର କରିପାରିବେ ନଚେତ ଡିଲିଟ କରିପାରିବେ, ଏହା କୌଣସି ପ୍ରକାର ବାଧ୍ୟତାମୂଳକ ଆପ୍ ନୁହଁ ବୋଲି କହିଛନ୍ତି କେନ୍ଦ୍ର ଯୋଗଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ଗୋପନୀୟତା ସମସ୍ୟାକୁ ନେଇ ପ୍ରଶ୍ନ ଉଠିବା ପରେ କେନ୍ଦ୍ରମନ୍ତ୍ରୀ ଏପରି ବୟାନ ଦେଇଛନ୍ତି । ଟେଲିକମ୍ ବିଭାଗ ମୋବାଇଲ କମ୍ପାନୀ ଓ ଆମଦାନୀକାରୀମାନଙ୍କୁ ନିର୍ଦ୍ଦେଶ … Read more