ବିଜେଡ଼ି ୨୭ ବିଧାନସଭା ଓ ୫ ଲୋକସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା
ଭୁବନେଶ୍ଵର: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦ୍ବାରା କରାଯାଇଥିବା ଘୋଷଣା ଅନୁସାରେ ବ୍ରଜରାଜନଗରରୁ ପୁଣି ଥରେ ଅଳକା ମହାନ୍ତି ଟିକେଟ୍ ପାଇଛନ୍ତି। ସେହିପରି ବିଜେଡି ଦୀପାଳି ଦାସଙ୍କୁ ପୁଣି ଥରେ ଝାରସୁଗୁଡ଼ାରେ ଟିକେଟ୍ ଦେଇଛି। ବିଜେଡି ଟିକେଟ୍ରେ ତଳସରାରୁ ବିଜୟ ଟପ୍ପୋ, ସୁନ୍ଦରଗଡ଼ରୁ ଯୋଗେଶ ସିଂହ, ରାଇରଗଂପୁରରୁ ଅନିଲ ବରୁଆ, ବଣାଇରୁ ଭୀମସେନ ଚୌଧୁରୀ ନିର୍ବାଚନ … Read more